2 Samuel 7:10 — Compare Translations
5 translations compared side by side
Odia - 1840
"ମୁ ମାରେ ଇଶ୍ରାୟେଲୀୟ ଲୋକମାନଙ୍କ ନିମନ୍ତେ ଗୋଟିଏ ସ୍ଥାନ ମନୋନୀତ କଲି ଏବଂ ସଠାେରେ ସମାନଙ୍କେୁ ସ୍ଥାପିତ କଲି। ଏବଂ ସମାନଙ୍କେୁ ଗୋଟିଏ ସ୍ଥାନରକ୍ସ୍ଟ ଅନ୍ୟ ଗୋଟିଏ ସ୍ଥାନକକ୍ସ୍ଟ ୟିବାକକ୍ସ୍ଟ ପଡିବ ନାହିଁ। ପୂର୍ବରକ୍ସ୍ଟ ମୁ ବିଗ୍ଭରକଗଣଙ୍କକ୍ସ୍ଟ ପଠାଇ ଅଛି। ଅତୀତ ରେ ମନ୍ଦ ଲୋକମାନେ ତୁମ୍ଭମାନଙ୍କୁ ଅସକ୍ସ୍ଟବିଧା ରେ ପକାଉଥିଲେ, କିନ୍ତୁ ତାହା ଆଉ କବେେ ହବେନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଆମ୍ଭେ ଆପଣା ଇସ୍ରାଏଲ ଲୋକମାନଙ୍କ ନିମନ୍ତେ ଗୋଟିଏ ସ୍ଥାନ ନିରୂପଣ କରି ସେମାନଙ୍କୁ ରୋପଣ କରିବା, ତହିଁରେ ସେମାନେ ଆପଣାମାନଙ୍କ ସେହି ସ୍ଥାନରେ ବାସ କରି ଆଉ ଚାଳିତ ହେବେ ନାହିଁ;
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ମୋର ଇସ୍ରାଏଲୀୟ ଲୋକମାନଙ୍କ ନିମନ୍ତେ ଗୋଟିଏ ସ୍ଥାନ ମନୋନୀତ କଲି ଏବଂ ସେଠାରେ ସେମାନଙ୍କୁ ସ୍ଥାପିତ କଲି। ଏବଂ ସେମାନଙ୍କୁ ଗୋଟିଏ ସ୍ଥାନରୁ ଅନ୍ୟ ଗୋଟିଏ ସ୍ଥାନକୁ ଯିବାକୁ ପଡ଼ିବ ନାହିଁ। ପୂର୍ବରୁ ମୁଁ ବିଗ୍ଭରକଗଣଙ୍କୁ ପଠାଇ ଅଛି। ଅତୀତରେ ମନ୍ଦ ଲୋକମାନେ ତୁମ୍ଭମାନଙ୍କୁ ଅସୁବିଧାରେ ପକାଉଥିଲେ, କିନ୍ତୁ ତାହା ଆଉ କେବେ ହେବ ନାହିଁ। ପରମେଶ୍ୱର ତୁମ୍ଭମାନଙ୍କୁ ତୁମ୍ଭମାନଙ୍କର ସମସ୍ତ ଶତ୍ରୁମାନଙ୍କଠାରୁ ଆଶ୍ୱସ୍ତି କରିବେ। ଆଉ ସଦାପ୍ରଭୁ କହନ୍ତି, ସେ ତୁମ୍ଭମାନଙ୍କ ବଂଶରୁ ଓ ପରିବାରରୁ ରାଜାଗଣ କରିବେ ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଆମ୍ଭେ ଆପଣା ଇସ୍ରାଏଲ ଲୋକମାନଙ୍କ ନିମନ୍ତେ ଗୋଟିଏ ସ୍ଥାନ ନିରୂପଣ କରି ସେମାନଙ୍କୁ ରୋପଣ କରିବା, ତହିଁରେ ସେମାନେ ଆପଣାମାନଙ୍କ ସେହି ସ୍ଥାନରେ ବାସ କରି ଆଉ ଶାସିତ ହେବେ ନାହିଁ;
Odia IRV 2017 (ଓଡିଆ ବାଇବେଲ)
ପୁଣି ଆମ୍ଭେ ଆପଣା ଇସ୍ରାଏଲ ଲୋକମାନଙ୍କ ନିମନ୍ତେ ଗୋଟିଏ ସ୍ଥାନ ନିରୂପଣ କରି ସେମାନଙ୍କୁ ରୋପଣ କରିବା, ତହିଁରେ ସେମାନେ ଆପଣାମାନଙ୍କ ସେହି ସ୍ଥାନରେ ବାସ କରି ଆଉ ଶାସିତ ହେବେ ନାହିଁ;