2 Samuel 7:11 — Compare Translations
4 translations compared side by side
Odia - 1840
"ପରମେଶ୍ବର ତୁମ୍ଭମାନଙ୍କୁ ତୁମ୍ଭମାନଙ୍କର ସମସ୍ତ ଶତୃମାନଙ୍କଠାରକ୍ସ୍ଟ ଆଶ୍ବସ୍ତି କରିବେ। ଆଉ ସଦାପ୍ରଭୁ କହନ୍ତି, ସେ ତୁମ୍ଭମାନଙ୍କ ବଂଶରକ୍ସ୍ଟ ଓ ପରିବାରରକ୍ସ୍ଟ ରାଜାଗଣ କରିବେ"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିଅବା ଯେପରି ପୂର୍ବକାଳରେ ଓ ଯେସମୟାବଧି ଆମ୍ଭେ ଆପଣା ଲୋକ ଇସ୍ରାଏଲ ଉପରେ ବିଚାରକର୍ତ୍ତୃଗଣକୁ ନିଯୁକ୍ତ କରିଅଛୁ, ସେସମୟାବଧି ଯେପରି ହୋଇଅଛି, ସେପରି ଅଧର୍ମର ସନ୍ତାନମାନେ ସେମାନଙ୍କୁ ଆଉ କ୍ଳେଶ ଦେବେ ନାହିଁ; ପୁଣି ଆମ୍ଭେ ତୁମ୍ଭର ସମସ୍ତ ଶତ୍ରୁଠାରୁ ତୁମ୍ଭକୁ ବିଶ୍ରାମ ଦେବା । ଆଉ ମଧ୍ୟ ସଦାପ୍ରଭୁ ତୁମ୍ଭକୁ କହନ୍ତି ଯେ, ସଦାପ୍ରଭୁ ତୁମ୍ଭ ପାଇଁ ଏକ ବଂଶ ସ୍ଥାପନ କରିବେ ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିଅବା ଯେପରି ପୂର୍ବକାଳରେ ଓ ଯେଉଁ ସମୟାବଧି ଆମ୍ଭେ ଆପଣା ଲୋକ ଇସ୍ରାଏଲ ଉପରେ ବିଚାରକର୍ତ୍ତୃଗଣକୁ ନିଯୁକ୍ତ କରିଅଛୁ, ସେସମୟାବଧି ଯେପରି ହୋଇଅଛି, ସେପରି ଅଧର୍ମର ସନ୍ତାନମାନେ ସେମାନଙ୍କୁ ଆଉ କ୍ଳେଶ ଦେବେ ନାହିଁ; ପୁଣି ଆମ୍ଭେ ତୁମ୍ଭର ସମସ୍ତ ଶତ୍ରୁଠାରୁ ତୁମ୍ଭକୁ ବିଶ୍ରାମ ଦେବା। ଆଉ ମଧ୍ୟ ସଦାପ୍ରଭୁ ତୁମ୍ଭକୁ କହନ୍ତି ଯେ, ସଦାପ୍ରଭୁ ତୁମ୍ଭ ପାଇଁ ଏକ ବଂଶ ସ୍ଥାପନ କରିବେ।
Odia IRV 2017 (ଓଡିଆ ବାଇବେଲ)