2 Samuel 7:12 — Compare Translations
5 translations compared side by side
Odia - 1840
"ଯେତବେେଳେ ତୁମ୍ଭେ ମୃତକ୍ସ୍ଟ୍ଯବରଣ କରିବ, ତୁମ୍ଭକୁ ତୁମ୍ଭର ପୂର୍ବପୁରୁଷମାନଙ୍କ ମଧିଅରେ କବର ଦିଆୟିବ। ତା'ପରେ ମୁ ତୁମ୍ଭର ଔରଷରକ୍ସ୍ଟ ରାଜା କରିବି ଏବଂ ତାଙ୍କର ରାଜ୍ଯ ସ୍ଥାପନ କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭର ଦିନ ପୂର୍ଣ୍ଣ ହେଲେ ଓ ତୁମ୍ଭେ ଆପଣା ପିତୃଲୋକମାନଙ୍କ ସଙ୍ଗରେ ଶୟନ କଲେ, ଆମ୍ଭେ ତୁମ୍ଭ ଔରସଜାତ ବଂଶକୁ ତୁମ୍ଭ ଉତ୍ତାରେ ସ୍ଥାପନ କରିବା ଓ ଆମ୍ଭେ ତାହାର ରାଜ୍ୟ ସ୍ଥିର କରିବା ।
Odia Bible ERV 2004 (ପବିତ୍ର ବାଇବଲ)
“‘ଯେତେବେଳେ ତୁମ୍ଭେ ମୃତ୍ୟୁବରଣ କରିବ, ତୁମ୍ଭକୁ ତୁମ୍ଭର ପୂର୍ବପୁରୁଷମାନଙ୍କ ମଧ୍ୟରେ କବର ଦିଆଯିବ। ତା’ପରେ ମୁଁ ତୁମ୍ଭର ଔରଷରୁ ରାଜା କରିବି ଏବଂ ତାଙ୍କର ରାଜ୍ୟ ସ୍ଥାପନ କରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭର ଦିନ ପୂର୍ଣ୍ଣ ହେଲେ ଓ ତୁମ୍ଭେ ଆପଣା ପିତୃଲୋକମାନଙ୍କ ସଙ୍ଗରେ ଶୟନ କଲେ, ଆମ୍ଭେ ତୁମ୍ଭ ଔରସଜାତ ବଂଶକୁ ତୁମ୍ଭ ଉତ୍ତାରେ ସ୍ଥାପନ କରିବା ଓ ଆମ୍ଭେ ତାହାର ରାଜ୍ୟ ସ୍ଥିର କରିବା।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭର ଦିନ ପୂର୍ଣ୍ଣ ହେଲେ ଓ ତୁମ୍ଭେ ଆପଣା ପିତୃଲୋକମାନଙ୍କ ସଙ୍ଗରେ ଶୟନ କଲେ, ଆମ୍ଭେ ତୁମ୍ଭ ଔରସଜାତ ବଂଶକୁ ତୁମ୍ଭ ଉତ୍ତାରେ ସ୍ଥାପନ କରିବା ଓ ଆମ୍ଭେ ତାହାର ରାଜ୍ୟ ସ୍ଥିର କରିବା।