2 Samuel 7:13 — Compare Translations
5 translations compared side by side
Odia - 1840
"ସେ ମାେ ନାମ ରେ ଏକ ମନ୍ଦିର ନିର୍ମାଣ କରିବ। ଏବଂ ମୁ ତା'ର ରାଜ୍ଯକକ୍ସ୍ଟ ଚିରଦିନ ପାଇଁ ଶକ୍ତିଶାଳୀ କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଆମ୍ଭ ନାମ ନିମନ୍ତେ ଏକ ଗୃହ ନିର୍ମାଣ କରିବ ଓ ଆମ୍ଭେ ତାହାର ରାଜ୍ୟ-ସିଂହାସନ ଅନନ୍ତକାଳସ୍ଥାୟୀ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ସେ ମୋ’ ନାମରେ ଏକ ମନ୍ଦିର ନିର୍ମାଣ କରିବ। ଏବଂ ମୁଁ ତା’ର ରାଜ୍ୟକୁ ଚିରଦିନ ପାଇଁ ଶକ୍ତିଶାଳୀ କରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଆମ୍ଭ ନାମ ନିମନ୍ତେ ଏକ ଗୃହ ନିର୍ମାଣ କରିବ ଓ ଆମ୍ଭେ ତାହାର ରାଜ୍ୟ-ସିଂହାସନ ଅନନ୍ତକାଳସ୍ଥାୟୀ କରିବା।
Odia IRV 2017 (ଓଡିଆ ବାଇବେଲ)
ସେ ଆମ୍ଭ ନାମ ନିମନ୍ତେ ଏକ ଗୃହ ନିର୍ମାଣ କରିବ ଓ ଆମ୍ଭେ ତାହାର ରାଜ୍ୟ-ସିଂହାସନ ଅନନ୍ତକାଳସ୍ଥାୟୀ କରିବା।