2 Samuel 7:14 — Compare Translations
5 translations compared side by side
Odia - 1840
"ମୁ ତା'ର ପିତା ହବେି ଓ ସେ ମାରେ ପକ୍ସ୍ଟତ୍ର ହବେ। ଯେତବେେଳେ ସେ ପାପ କରେ ମୁ ତାକକ୍ସ୍ଟ ଦଣ୍ତ ଦବେି, ଯେପରି ଲୋକମାନେ ସମାନଙ୍କେର ପକ୍ସ୍ଟତ୍ରମାନଙ୍କୁ ଦଣ୍ତ ଦିଅନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ତାହାର ପିତା ହେବା ଓ ସେ ଆମ୍ଭର ପୁତ୍ର ହେବ; ସେ ଅପରାଧ କଲେ ଆମ୍ଭେ ତାହାକୁ ମନୁଷ୍ୟମାନଙ୍କ ଦଣ୍ତରେ ଓ ମନୁଷ୍ୟ-ସନ୍ତାନମାନଙ୍କ ପ୍ରହାରରେ ଶାସ୍ତି ଦେବା ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତା’ର ପିତା ହେବି ଓ ସେ ମୋର ପୁତ୍ର ହେବ। ଯେତେବେଳେ ସେ ପାପ କରେ ମୁଁ ତାକୁ ଦଣ୍ତ ଦେବି, ଯେପରି ଲୋକମାନେ ସେମାନଙ୍କର ପୁତ୍ରମାନଙ୍କୁ ଦଣ୍ତ ଦିଅନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ତାହାର ପିତା ହେବା ଓ ସେ ଆମ୍ଭର ପୁତ୍ର ହେବ; ସେ ଅପରାଧ କଲେ ଆମ୍ଭେ ତାହାକୁ ମନୁଷ୍ୟମାନଙ୍କ ଦଣ୍ଡରେ ଓ ମନୁଷ୍ୟ-ସନ୍ତାନମାନଙ୍କ ପ୍ରହାରରେ ଶାସ୍ତି ଦେବା।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ତାହାର ପିତା ହେବା ଓ ସେ ଆମ୍ଭର ପୁତ୍ର ହେବ; ସେ ଅପରାଧ କଲେ ଆମ୍ଭେ ତାହାକୁ ମନୁଷ୍ୟମାନଙ୍କ ଦଣ୍ଡରେ ଓ ମନୁଷ୍ୟ-ସନ୍ତାନମାନଙ୍କ ପ୍ରହାରରେ ଶାସ୍ତି ଦେବା।