2 Samuel 7:15 — Compare Translations

5 translations compared side by side

Odia - 1840
"ମୁ କବେେ ତା' ପ୍ରତି ମାରେ କରୁଣା ଓ ପ୍ ରମେ ବନ୍ଦ କରିବି ନାହିଁ। ମୁ ଶାଉଲଠାରକ୍ସ୍ଟ ମାରେ ପ୍ ରମେ ଓ କରୁଣା କଲି, କିନ୍ତୁ ମୁ ତୁମ୍ଭକୁ ସପରେି କରିବି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ତୁମ୍ଭ ସମ୍ମୁଖରୁ ଦୂରୀକୃତ ଶାଉଲଠାରୁ ଯେପରି ଆମ୍ଭେ ଆପଣା ଦୟା ଦୂର କଲୁ, ସେପରି ତାହାଠାରୁ ଆମ୍ଭର ଦୟା ଦୂର ହେବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ କେବେ ତା’ ପ୍ରତି ମୋର କରୁଣା ଓ ପ୍ରେମ ବନ୍ଦ କରିବି ନାହିଁ। ମୁଁ ଶାଉଲଠାରୁ ମୋର ପ୍ରେମ ଓ କରୁଣା ଦୂର କଲି, କିନ୍ତୁ ମୁଁ ତୁମ୍ଭକୁ ସେପରି କରିବି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ତୁମ୍ଭ ସମ୍ମୁଖରୁ ଦୂରୀକୃତ ଶାଉଲଠାରୁ ଯେପରି ଆମ୍ଭେ ଆପଣା ଦୟା ଦୂର କଲୁ, ସେପରି ତାହାଠାରୁ ଆମ୍ଭର ଦୟା ଦୂର ହେବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ତୁମ୍ଭ ସମ୍ମୁଖରୁ ଦୂରୀକୃତ ଶାଉଲଠାରୁ ଯେପରି ଆମ୍ଭେ ଆପଣା ଦୟା ଦୂର କଲୁ, ସେପରି ତାହାଠାରୁ ଆମ୍ଭର ଦୟା ଦୂର ହେବ ନାହିଁ।