2 Samuel 7:16 — Compare Translations

5 translations compared side by side

Odia - 1840
"ତକ୍ସ୍ଟମ୍ଭ ପରିବାର ଓ ତକ୍ସ୍ଟମ୍ଭ ରାଜତ୍ବ ଓ ତକ୍ସ୍ଟମ୍ଭ ସମ୍ମକ୍ସ୍ଟଖ ରେ ଅନନ୍ତକାଳ ସ୍ଥିରିକୃତ ହବେ। ତୁମ୍ଭର ସିଂହାସନ ଅନନ୍ତକାଳସ୍ଥାଯୀ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ତୁମ୍ଭ ବଂଶ ଓ ତୁମ୍ଭ ରାଜତ୍ଵ ତୁମ୍ଭ ସମ୍ମୁଖରେ ଅନ; କାଳ ସ୍ଥିରିକୃତ ହେବ; ତୁମ୍ଭର ସିଂହାସନ ଅନ; କାଳସ୍ଥାୟୀ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭ ପରିବାର ଓ ତୁମ୍ଭ ରାଜତ୍ୱ ଓ ତୁମ୍ଭ ସମ୍ମୁଖରେ ଅନନ୍ତକାଳ ସ୍ଥିରିକୃତ ହେବ। ତୁମ୍ଭର ସିଂହାସନ ଅନନ୍ତକାଳସ୍ଥାୟୀ ହେବ।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ତୁମ୍ଭ ବଂଶ ଓ ତୁମ୍ଭ ରାଜତ୍ୱ ତୁମ୍ଭ ସମ୍ମୁଖରେ ଅନନ୍ତକାଳ ସ୍ଥିରୀକୃତ ହେବ; ତୁମ୍ଭର ସିଂହାସନ ଅନନ୍ତକାଳସ୍ଥାୟୀ ହେବ।’”
Odia IRV 2017 (ଓଡିଆ ବାଇବେଲ)
ପୁଣି ତୁମ୍ଭ ବଂଶ ଓ ତୁମ୍ଭ ରାଜତ୍ୱ ତୁମ୍ଭ ସମ୍ମୁଖରେ ଅନନ୍ତ କାଳ ସ୍ଥିରୀକୃତ ହେବ; ତୁମ୍ଭର ସିଂହାସନ ଅନନ୍ତ କାଳସ୍ଥାୟୀ ହେବ।”