2 Samuel 7:17 — Compare Translations

5 translations compared side by side

Odia - 1840
"ନାଥନ ଏ ସମସ୍ତ ବାକ୍ଯ ଦର୍ଶନ ଅନକ୍ସ୍ଟସା ରେ ସେ ପରମେଶ୍ବରଙ୍କର ବାକ୍ଯଗକ୍ସ୍ଟଡିକ ଅନକ୍ସ୍ଟସା ରେ ଦାଉଦଙ୍କକ୍ସ୍ଟ କହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ନାଥନ ଦାଉଦଙ୍କୁ ଏସମସ୍ତ ବାକ୍ୟ ଓ ଦର୍ଶନ ଅନୁସାରେ କଥା କହିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ନାଥନ ଏ ସମସ୍ତ ବାକ୍ୟ ଦର୍ଶନ ଅନୁସାରେ ସେ ପରମେଶ୍ୱରଙ୍କର ବାକ୍ୟଗୁଡ଼ିକ ଅନୁସାରେ ଦାଉଦଙ୍କୁ କହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ନାଥନ ଦାଉଦଙ୍କୁ ଏସମସ୍ତ ବାକ୍ୟ ଓ ଦର୍ଶନ ସମ୍ବନ୍ଧରେ କଥା କହିଲେ।
Odia IRV 2017 (ଓଡିଆ ବାଇବେଲ)
ନାଥନ ଦାଉଦଙ୍କୁ ଏସମସ୍ତ ବାକ୍ୟ ଓ ଦର୍ଶନ ସମ୍ୱନ୍ଧରେ କଥା କହିଲେ।