2 Samuel 7:18 — Compare Translations

5 translations compared side by side

Odia - 1840
"ଦାଉଦ କହିଲା, ସଦାପ୍ରଭୁ ମାରେ ପ୍ରଭକ୍ସ୍ଟ, କାହିଁକି ମୁ ତକ୍ସ୍ଟମ୍ଭ ପକ୍ଷ ରେ ଏତେ ଗକ୍ସ୍ଟରକ୍ସ୍ଟତ୍ବପୂର୍ଣ? କାହିଁକି ମାରେପରିବାର ଏତେ ଗକ୍ସ୍ଟରକ୍ସ୍ଟତ୍ବପୂର୍ଣ? କାହିଁକି ମାେତେ ଏତେ ଗକ୍ସ୍ଟରକ୍ସ୍ଟତ୍ବପୂର୍ଣ କରିଛ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଦାଉଦ ରାଜା ଭିତରକୁ ଯାଇ ସଦାପ୍ରଭୁଙ୍କ ସମ୍ମୁଖରେ ବସିଲେ ଓ କହିଲେ, ହେ ପ୍ରଭୋ, ସଦାପ୍ରଭୋ, ମୁଁ କିଏ ଓ ମୋର ବଂଶ ବା କଅଣ ଯେ, ତୁମ୍ଭେ ମୋତେ ଏ ପର୍ଯ୍ୟନ୍ତ ଆଣିଅଛ?
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କଲେ ତା’ପରେ ରାଜା ଦାଉଦ ସଦାପ୍ରଭୁଙ୍କ ସମ୍ମୁଖକୁ ଯାଇ ବସିଲେ ଏବଂ କହିଲେ, ସଦାପ୍ରଭୁ ମୋର ପ୍ରଭୁ, “କାହିଁକି ମୁଁ ତୁମ୍ଭ ପକ୍ଷରେ ଏତେ ଗୁରୁତ୍ୱପୂର୍ଣ୍ଣ? କାହିଁକି ମୋର ପରିବାର ଏତେ ଗୁରୁତ୍ୱପୂର୍ଣ୍ଣ? କାହିଁକି ମୋତେ ଏତେ ଗୁରୁତ୍ୱପୂର୍ଣ୍ଣ କରିଛ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଦାଉଦ ରାଜା ଭିତରକୁ ଯାଇ ସଦାପ୍ରଭୁଙ୍କ ସମ୍ମୁଖରେ ବସିଲେ ଓ କହିଲେ, “ହେ ପ୍ରଭୋ ସଦାପ୍ରଭୋ, ମୁଁ କିଏ ଓ ମୋର ବଂଶ ବା କଅଣ ଯେ, ତୁମ୍ଭେ ମୋତେ ଏପର୍ଯ୍ୟନ୍ତ ଆଣିଅଛ?
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଦାଉଦ ରାଜା ଭିତରକୁ ଯାଇ ସଦାପ୍ରଭୁଙ୍କ ସମ୍ମୁଖରେ ବସିଲେ ଓ କହିଲେ, “ହେ ପ୍ରଭୁ, ସଦାପ୍ରଭୁ, ମୁଁ କିଏ ଓ ମୋର ବଂଶ ବା କଅଣ ଯେ, ତୁମ୍ଭେ ମୋତେ ଏ ପର୍ଯ୍ୟନ୍ତ ଆଣିଅଛ?