2 Samuel 7:19 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ମାରେ ମୂନିବ, କବଳେ ମୁ ଜଣେ ତୁମ୍ଭର ସବେକ। ତଥାପି ତୁମ୍ଭେ ମାରେ ଭବିଷ୍ଯତ ବଂଶଧର ପ୍ରତି ଏହି ସହାନକ୍ସ୍ଟଭକ୍ସ୍ଟତି ବାକ୍ଯ କହିଲ। ସଦାପ୍ରଭୁ ମାରେ ପ୍ରଭକ୍ସ୍ଟ, ତୁମ୍ଭେ ସର୍ବଦା ଏପରି ଲୋକମାନଙ୍କୁ କକ୍ସ୍ଟହନାହଁ। କକ୍ସ୍ଟହ କି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି, ହେ ପ୍ରଭୋ, ସଦାପ୍ରଭୋ, ତୁମ୍ଭ ଦୃଷ୍ଟିରେ ଏହା ହିଁ କ୍ଷୁଦ୍ର ବିଷୟ ହେଲା; ଏହେତୁ ତୁମ୍ଭେ ଆପଣା ଦାସର ବଂଶ ବିଷୟରେ ଆଗତ ଦୀର୍ଘକାଳର କଥା ମଧ୍ୟ କହିଅଛ; ହେ ପ୍ରଭୋ, ସଦାପ୍ରଭୋ, ଏହା କʼଣ ମନୁଷ୍ୟର ବ୍ୟବସ୍ଥା?
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ମୋର ମୁନିବ, କେବଳ ମୁଁ ଜଣେ ତୁମ୍ଭର ସେବକ। ତଥାପି ତୁମ୍ଭେ ମୋର ଭବିଷ୍ୟଦ୍ ବଂଶଧର ପ୍ରତି ଏହି ସହାନୁଭୁତି ବାକ୍ୟ କହିଲ। ସଦାପ୍ରଭୁ ମୋର ପ୍ରଭୁ, ତୁମ୍ଭେ ସର୍ବଦା ଏପରି ଲୋକମାନଙ୍କୁ କୁହ ନାହିଁ, କୁହ କି?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି, ହେ ପ୍ରଭୋ ସଦାପ୍ରଭୋ, ତୁମ୍ଭ ଦୃଷ୍ଟିରେ ଏହା ହିଁ କ୍ଷୁଦ୍ର ବିଷୟ ହେଲା; ଏହେତୁ ତୁମ୍ଭେ ଆପଣା ଦାସର ବଂଶ ବିଷୟରେ ଆଗତ ଦୀର୍ଘକାଳର କଥା ମଧ୍ୟ କହିଅଛ; ହେ ପ୍ରଭୋ ସଦାପ୍ରଭୋ, ଏହା କʼଣ ମନୁଷ୍ୟର ବ୍ୟବସ୍ଥା?
Odia IRV 2017 (ଓଡିଆ ବାଇବେଲ)
ତଥାପି, ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭ ଦୃଷ୍ଟିରେ ଏହା ହିଁ କ୍ଷୁଦ୍ର ବିଷୟ ହେଲା; ଏହେତୁ ତୁମ୍ଭେ ଆପଣା ଦାସର ବଂଶ ବିଷୟରେ ଆଗତ ଦୀର୍ଘକାଳର କଥା ମଧ୍ୟ କହିଅଛ; ହେ ପ୍ରଭୁ, ସଦାପ୍ରଭୁ, ଏହା କ’ଣ ମନୁଷ୍ୟର ବ୍ୟବସ୍ଥା?