2 Samuel 7:2 — Compare Translations
5 translations compared side by side
Odia - 1840
"ରାଜା ଦାଉଦ ଭବିଷ୍ଯଦ୍ବକ୍ତା ନାଥନଙ୍କକ୍ସ୍ଟ କହିଲେ, ଦେଖ ମୁ ଏବେ ଏରସ ନିର୍ମିତ କାଠ ଘ ରେ ବାସ କରୁଅଛି କିନ୍ତୁ ପରମେଶ୍ବରଙ୍କର ପବିତ୍ର ସିନ୍ଦକ୍ସ୍ଟକ ସହେି ତମ୍ବୁ ତଳେ ରହି ଅଛି। ଆମ୍ଭମାନେେ ପବିତ୍ର ସିନ୍ଦକ୍ସ୍ଟକ ପାଇଁ ଏକ ସକ୍ସ୍ଟନ୍ଦର ପ୍ରସାଦ ତିଆରି କରିବା କଥା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ରାଜା ନାଥନ ଭବିଷ୍ୟଦ୍ବକ୍ତାଙ୍କୁ କହିଲେ, ଦେଖ, ଏବେ ମୁଁ ଏରସ କାଷ୍ଠନିର୍ମିତ ଗୃହରେ ବାସ କରୁଅଛି, ମାତ୍ର ପରମେଶ୍ଵରଙ୍କ ସିନ୍ଦୁକ ଯବନିକା ମଧ୍ୟରେ ବାସ କରୁଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ରାଜା ଦାଉଦ ଭବିଷ୍ୟଦ୍ବକ୍ତା ନାଥନଙ୍କୁ କହିଲେ, “ଦେଖ ମୁଁ ଏବେ ଏରସ ନିର୍ମିତ କାଠ ଘରେ ବାସ କରୁଅଛି କିନ୍ତୁ ପରମେଶ୍ୱରଙ୍କର ପବିତ୍ର ସିନ୍ଦୁକ ସେହି ତମ୍ବୁ ତଳେ ରହି ଅଛି। ଆମ୍ଭେମାନେ ପବିତ୍ର ସିନ୍ଦୁକ ପାଇଁ ଏକ ସୁନ୍ଦର ପ୍ରାସାଦ ତିଆରି କରିବା କଥା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ରାଜା ନାଥନ ଭବିଷ୍ୟଦ୍ବକ୍ତାଙ୍କୁ କହିଲେ, “ଦେଖ, ଏବେ ମୁଁ ଏରସ କାଷ୍ଠରେ ନିର୍ମିତ ଗୃହରେ ବାସ କରୁଅଛି, ମାତ୍ର ପରମେଶ୍ୱରଙ୍କ ସିନ୍ଦୁକ ପରଦା ପଛରେ ବାସ କରୁଅଛି।”
Odia IRV 2017 (ଓଡିଆ ବାଇବେଲ)
ରାଜା ନାଥନ ଭବିଷ୍ୟଦ୍ବକ୍ତାଙ୍କୁ କହିଲେ, “ଦେଖ, ଏବେ ମୁଁ ଏରସ କାଷ୍ଠରେ ନିର୍ମିତ ଗୃହରେ ବାସ କରୁଅଛି, ମାତ୍ର ପରମେଶ୍ୱରଙ୍କ ସିନ୍ଦୁକ ପରଦା ପଛରେ ବାସ କରୁଅଛି।”