2 Samuel 7:21 — Compare Translations

5 translations compared side by side

Odia - 1840
"ତୁମ୍ଭେ ତୁମ୍ଭର ସବେକ ପାଇଁ ଏହିସବୁ ମହାନ କାର୍ୟ୍ଯ କରିବ କାରଣ ତୁମ୍ଭେ ତାହା କରିବା ପାଇଁ ଇଚ୍ଛା ଓ ପ୍ରତିଜ୍ଞା କରିଅଛ। ଏବଂ ତୁମ୍ଭେ ଏହି ବିଷଯ ଜାଣିବା ନିମନ୍ତେ ମାେତେ ନିର୍ଦ୍ଧାରଣ କରିଅଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ନିଜ ବାକ୍ୟ ସକାଶୁ ଓ ନିଜ ହୃଦୟାନୁସାରେ ଆପଣା ଦାସକୁ ଜଣାଇବା ନିମନ୍ତେ ଏହିସବୁ ମହିମା ପ୍ରସ୍ତୁତ କରିଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ତୁମ୍ଭର ସେବକ ପାଇଁ ଏହିସବୁ ମହାନ କାର୍ଯ୍ୟ କରିବ କାରଣ ତୁମ୍ଭେ ତାହା କରିବା ପାଇଁ ଇଚ୍ଛା ଓ ପ୍ରତିଜ୍ଞା କରିଅଛ। ଏବଂ ତୁମ୍ଭେ ଏହି ବିଷୟ ଜାଣିବା ନିମନ୍ତେ ମୋତେ ନିର୍ଦ୍ଧାରଣ କରିଅଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ନିଜ ବାକ୍ୟ ସକାଶୁ ଓ ନିଜ ଇଚ୍ଛାନୁସାରେ ଏହିସବୁ ମହାନ କାର୍ଯ୍ୟ କରି ଆପଣା ଦାସକୁ ଜଣାଇଅଛ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ନିଜ ବାକ୍ୟ ସକାଶୁ ଓ ନିଜ ଇଛାନୁସାରେ ଏହିସବୁ ମହାନ କାର୍ଯ୍ୟ କରି ଆପଣା ଦାସକୁ ଜଣାଇ ଅଛ।