2 Samuel 7:22 — Compare Translations

5 translations compared side by side

Odia - 1840
"ହେ! ପରମେଶ୍ବର, ତୁମ୍ଭେ ମହାନ। ତକ୍ସ୍ଟମ୍ଭପରି ଅନ୍ୟ କହେି ନକ୍ସ୍ଟ ହେଁ। ତକ୍ସ୍ଟମ୍ଭ ବ୍ଯତୀତ ଅନ୍ୟ ପରମେଶ୍ବର କହେି ନକ୍ସ୍ଟହଁନ୍ତି। ଆମ୍ଭେ ତାହା ଜାଣକ୍ସ୍ଟ, ଯେ ହତେକ୍ସ୍ଟ ଆମ୍ଭମାନେେ ତୁମ୍ଭର କାର୍ୟ୍ଯକଳାପ ବିଷଯ ରେ ଶକ୍ସ୍ଟଣିଅଛକ୍ସ୍ଟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ହେ ସଦାପ୍ରଭୋ ପରମେଶ୍ଵର, ତୁମ୍ଭେ ମହାନ; କାରଣ ତୁମ୍ଭ ତୁଲ୍ୟ ଆଉ କେହି ନାହିଁ, କିଅବା ଆମ୍ଭେମାନେ ନିଜ କର୍ଣ୍ଣରେ ଯାହା ଶୁଣିଅଛୁ, ତଦନୁସାରେ ତୁମ୍ଭ ଛଡ଼ା ଆଉ ପରମେଶ୍ଵର କେହି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ହେ! ପରମେଶ୍ୱର, ତୁମ୍ଭେ ମହାନ। ତୁମ୍ଭପରି ଅନ୍ୟ କେହି ନୁହେଁ। ତୁମ୍ଭ ବ୍ୟତୀତ ଅନ୍ୟ ପରମେଶ୍ୱର କେହି ନୁହନ୍ତି। ଆମ୍ଭେ ତାହା ଜାଣୁ, ଯେହେତୁ ଆମ୍ଭେମାନେ ତୁମ୍ଭର କାର୍ଯ୍ୟକଳାପ ବିଷୟରେ ଶୁଣିଅଛୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ହେ ସଦାପ୍ରଭୋ ପରମେଶ୍ୱର, ତୁମ୍ଭେ ମହାନ; କାରଣ ତୁମ୍ଭ ତୁଲ୍ୟ ଆଉ କେହି ନାହିଁ, କିଅବା ଆମ୍ଭେମାନେ ନିଜ କର୍ଣ୍ଣରେ ଯାହା ଶୁଣିଅଛୁ, ତଦନୁସାରେ ତୁମ୍ଭ ଛଡ଼ା ଆଉ ପରମେଶ୍ୱର କେହି ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ହେ ସଦାପ୍ରଭୁ ପରମେଶ୍ୱର, ତୁମ୍ଭେ ମହାନ; କାରଣ ତୁମ୍ଭ ତୁଲ୍ୟ ଆଉ କେହି ନାହିଁ, କିଅବା ଆମ୍ଭେମାନେ ନିଜ କର୍ଣ୍ଣରେ ଯାହା ଶୁଣିଅଛୁ, ତଦନୁସାରେ ତୁମ୍ଭ ଛଡ଼ା ଆଉ ପରମେଶ୍ୱର କେହି ନାହିଁ।