2 Samuel 7:24 — Compare Translations
5 translations compared side by side
Odia - 1840
"ତୁମ୍ଭେ ଇଶ୍ରାୟେଲର ଲୋକମାନଙ୍କୁ ଚିରଦିନ ପାଇଁ ତୁମ୍ଭର ନିଜର ଲୋକ କଲ ଏବଂ ତୁମ୍ଭେ ସଦାପ୍ରଭୁ ସମାନଙ୍କେର ପରମେଶ୍ବର ହାଇେଅଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ତୁମ୍ଭେ ଅନ; କାଳ ଯାଏ ଆପଣା ଉଦ୍ଦେଶ୍ୟରେ ଏକ ଲୋକ କରିବା ନିମନ୍ତେ ଆପଣା ଲୋକ ଇସ୍ରାଏଲକୁ ଆପଣା ପାଇଁ ସ୍ଥାୟୀ କରିଅଛ । ଆଉ ହେ ସଦାପ୍ରଭୋ, ତୁମ୍ଭେ ସେମାନଙ୍କର ପରମେଶ୍ଵର ହୋଇଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଇସ୍ରାଏଲର ଲୋକମାନଙ୍କୁ ଚିରଦିନ ପାଇଁ ତୁମ୍ଭର ନିଜର ଲୋକ କଲ ଏବଂ ତୁମ୍ଭେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ହୋଇଅଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ତୁମ୍ଭେ ଅନନ୍ତକାଳଯାଏ ଆପଣା ଉଦ୍ଦେଶ୍ୟରେ ଏକ ଲୋକ କରିବା ନିମନ୍ତେ ଆପଣା ଲୋକ ଇସ୍ରାଏଲକୁ ଆପଣା ପାଇଁ ସ୍ଥାୟୀ କରିଅଛ। ଆଉ ହେ ସଦାପ୍ରଭୋ, ତୁମ୍ଭେ ସେମାନଙ୍କର ପରମେଶ୍ୱର ହୋଇଅଛ।
Odia IRV 2017 (ଓଡିଆ ବାଇବେଲ)
ପୁଣି ତୁମ୍ଭେ ଅନନ୍ତ କାଳ ଯାଏ ଆପଣା ଉଦ୍ଦେଶ୍ୟରେ ଏକ ଲୋକ କରିବା ନିମନ୍ତେ ଆପଣା ଲୋକ ଇସ୍ରାଏଲକୁ ଆପଣା ପାଇଁ ସ୍ଥାୟୀ କରିଅଛ। ଆଉ ହେ ସଦାପ୍ରଭୁ, ତୁମ୍ଭେ ସେମାନଙ୍କର ପରମେଶ୍ୱର ହୋଇଅଛ।