2 Samuel 7:25 — Compare Translations

5 translations compared side by side

Odia - 1840
" ହେ ସଦାପ୍ରଭୁ ପରମେଶ୍ବର, ତୁମ୍ଭେ ତୁମ୍ଭର ଦାସ ବିଷଯ ରେ ଓ ତାହାର ପରିବାର ବିଷଯ ରେ ଯେଉଁ କଥା କହିଅଛ, ଦୟାକରି ତୁମ୍ଭେ ପ୍ରତିଜ୍ଞା ପୂରଣ କର। ରାଜାମାନଙ୍କର ଚିରଦିନ ପାଇଁ ମାରେ ପରିବାରକକ୍ସ୍ଟ ଗୋଟିଏ ରାଜ ବଂଶ ରେ ପ୍ରତିଷ୍ଠା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏବେ ହେ ସଦାପ୍ରଭୋ, ପରମେଶ୍ଵର, ତୁମ୍ଭେ ଆପଣା ଦାସ ବିଷୟରେ ଓ ତାହାର ବଂଶ ବିଷୟରେ ଯେଉଁ ବାକ୍ୟ କହିଅଛ, ତାହା ଅନ; କାଳ ପର୍ଯ୍ୟନ୍ତ ଦୃଢ଼ କର ଓ ଯେପରି କହିଅଛ, ସେପରି କର ।
Odia Bible ERV 2004 (ପବିତ୍ର ବାଇବଲ)
“ହେ ସଦାପ୍ରଭୁ ପରମେଶ୍ୱର, ତୁମ୍ଭେ ତୁମ୍ଭର ଦାସ ବିଷୟରେ ଓ ତାହାର ପରିବାର ବିଷୟରେ ଯେଉଁ କଥା କହିଅଛ, ଦୟାକରି ତୁମ୍ଭେ ପ୍ରତିଜ୍ଞା ପୂରଣ କର। ରାଜାମାନଙ୍କର ଚିରଦିନ ପାଇଁ ମୋର ପରିବାରକୁ ଗୋଟିଏ ରାଜ ବଂଶରେ ପ୍ରତିଷ୍ଠା କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏବେ ହେ ସଦାପ୍ରଭୋ, ପରମେଶ୍ୱର, ତୁମ୍ଭେ ଆପଣା ଦାସ ବିଷୟରେ ଓ ତାହାର ବଂଶ ବିଷୟରେ ଯେଉଁ ବାକ୍ୟ କହିଅଛ, ତାହା ଅନନ୍ତକାଳ ପର୍ଯ୍ୟନ୍ତ ଦୃଢ଼ କର ଓ ଯେପରି କହିଅଛ, ସେପରି କର।
Odia IRV 2017 (ଓଡିଆ ବାଇବେଲ)
ଏବେ ହେ ସଦାପ୍ରଭୁ, ପରମେଶ୍ୱର, ତୁମ୍ଭେ ଆପଣା ଦାସ ବିଷୟରେ ଓ ତାହାର ବଂଶ ବିଷୟରେ ଯେଉଁ ବାକ୍ୟ କହିଅଛ, ତାହା ଅନନ୍ତ କାଳ ପର୍ଯ୍ୟନ୍ତ ଦୃଢ଼ କର ଓ ଯେପରି କହିଅଛ, ସେପରି କର।