2 Samuel 7:26 — Compare Translations

5 translations compared side by side

Odia - 1840
"'ତା' ହେଲ ତୁମ୍ଭର ନାମ ଚିରଦିନ ପାଇଁ ସମ୍ମାନିତ ହବେ। ଲୋକମାନେ କହିବେ, ସର୍ବଶକ୍ତିମାନ ସଦାପ୍ରଭୁ ପରମେଶ୍ବର ଇଶ୍ରାୟେଲ ରେ ଶାସନ କରନ୍ତି। ଏବଂ ତୁମ୍ଭର ସବେକ ଦାଉଦର ବଂଶଧର ତୁମ୍ଭର ସବୋ କରିବା ରେ ଶକ୍ତିଶାଳୀ ହକ୍ସ୍ଟଅନ୍ତକ୍ସ୍ଟ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଅଟନ୍ତି ଓ ତୁମ୍ଭ ଦାସ ଦାଉଦର ବଂଶ ତୁମ୍ଭ ସମ୍ମୁଖରେ ସ୍ଥାୟୀ ହେବ, ଏହି କଥା ଦ୍ଵାରା ତୁମ୍ଭ ନାମ ଅନ; କାଳ ମହତ ହେଉ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ହେଲେ ତୁମ୍ଭର ନାମ ଚିରଦିନ ପାଇଁ ସମ୍ମାନିତ ହେବ। ଲୋକମାନେ କହିବେ, ‘ସର୍ବଶକ୍ତିମାନ ସଦାପ୍ରଭୁ ପରମେଶ୍ୱର ଇସ୍ରାଏଲରେ ଶାସନ କରନ୍ତି। ଏବଂ ତୁମ୍ଭର ସେବକ ଦାଉଦର ବଂଶଧର ତୁମ୍ଭର ସେବା କରିବାରେ ଶକ୍ତିଶାଳୀ ହୁଅନ୍ତୁ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଅଟନ୍ତି ଓ ତୁମ୍ଭ ଦାସ ଦାଉଦର ବଂଶ ତୁମ୍ଭ ସମ୍ମୁଖରେ ସ୍ଥାୟୀ ହେବ, ଏହି କଥା ଦ୍ୱାରା ତୁମ୍ଭ ନାମ ଅନନ୍ତକାଳ ମହତ୍ ହେଉ।
Odia IRV 2017 (ଓଡିଆ ବାଇବେଲ)
“ପୁଣି ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଅଟନ୍ତି ଓ ତୁମ୍ଭ ଦାସ ଦାଉଦର ବଂଶ ତୁମ୍ଭ ସମ୍ମୁଖରେ ସ୍ଥାୟୀ ହେବ,” ଏହି କଥା ଦ୍ୱାରା ତୁମ୍ଭ ନାମ ଅନନ୍ତ କାଳ ମହତ୍ ହେଉ।