2 Samuel 7:28 — Compare Translations

5 translations compared side by side

Odia - 1840
"ହେ ସଦାପ୍ରଭୁ! ମାରେପ୍ରଭକ୍ସ୍ଟ, ତୁମ୍ଭେ ହେଉଛ ପରମେଶ୍ବର ଓ ଆପଣଙ୍କର ବାକ୍ଯ ସତ୍ଯ। ପକ୍ସ୍ଟଣି ନିଜେ ଆପଣ ନିଜର ଦାସ ପ୍ରତି ଏହି ମଙ୍ଗଳ ପ୍ରତିଜ୍ଞା କରିଅଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଏବେ, ହେ ପ୍ରଭୋ, ସଦାପ୍ରଭୋ, ତୁମ୍ଭେ ହିଁ ପରମେଶ୍ଵର ଓ ତୁମ୍ଭର ବାକ୍ୟ ସତ୍ୟ, ପୁଣି ତୁମ୍ଭେ ଆପଣା ଦାସ ପ୍ରତି ଏହି ମଙ୍ଗଳ ପ୍ରତିଜ୍ଞା କରିଅଛ;
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ! ମୋର ପ୍ରଭୁ, ତୁମ୍ଭେ ହେଉଛ ପରମେଶ୍ୱର ଓ ଆପଣଙ୍କର ବାକ୍ୟ ସତ୍ୟ। ପୁଣି ନିଜେ ଆପଣ ନିଜର ଦାସ ପ୍ରତି ଏହି ମଙ୍ଗଳ ପ୍ରତିଜ୍ଞା କରିଅଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଏବେ, ହେ ପ୍ରଭୋ ସଦାପ୍ରଭୋ, ତୁମ୍ଭେ ହିଁ ପରମେଶ୍ୱର ଓ ତୁମ୍ଭର ବାକ୍ୟ ସତ୍ୟ, ପୁଣି ତୁମ୍ଭେ ଆପଣା ଦାସ ପ୍ରତି ଏହି ମଙ୍ଗଳ ପ୍ରତିଜ୍ଞା କରିଅଛ;
Odia IRV 2017 (ଓଡିଆ ବାଇବେଲ)
ଆଉ ଏବେ, ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ହିଁ ପରମେଶ୍ୱର ଓ ତୁମ୍ଭର ବାକ୍ୟ ସତ୍ୟ, ପୁଣି ତୁମ୍ଭେ ଆପଣା ଦାସ ପ୍ରତି ଏହି ମଙ୍ଗଳ ପ୍ରତିଜ୍ଞା କରିଅଛ;