2 Samuel 7:29 — Compare Translations

5 translations compared side by side

Odia - 1840
"ବର୍ତ୍ତମାନ, ମାରେ ପରିବାରକକ୍ସ୍ଟ ଆଶୀର୍ବାଦ କର। ପରମେଶ୍ବର, ସମାନେେ ତୁମ୍ଭର ଚିରଦିନ ସବୋ କରିବା ପାଇଁ ଓ ତକ୍ସ୍ଟମ୍ଭ ସମ୍ମକ୍ସ୍ଟଖ ରେ ଛିଡା ହବୋ ପାଇଁ ସକ୍ସ୍ଟୟୋଗ ଦିଅନ୍ତକ୍ସ୍ଟ। ହେ ସଦାପ୍ରଭୁ! ମାରେପ୍ରଭକ୍ସ୍ଟ, ତୁମ୍ଭେ ଏହିସବୁ କହିଅଛ। ତୁମ୍ଭେ ମାରେ ପରିବାରକକ୍ସ୍ଟ ଆଶୀର୍ବାଦ କଲ, ତାହା ଚିରଦିନ ପାଇଁ ରହକ୍ସ୍ଟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ଯେପରି ତୁମ୍ଭ ଦାସର ବଂଶ ତୁମ୍ଭ ସମ୍ମୁଖରେ ଅନ; କାଳ ବିଦ୍ୟମାନ ରହିବ, ଏଥିପାଇଁ ଅନୁଗ୍ରହ କରି ତାକୁ ଆଶୀର୍ବାଦ କର; କାରଣ ହେ ପ୍ରଭୋ, ସଦାପ୍ରଭୋ, ତୁମ୍ଭେ ଆପେ ଏହା କହିଅଛ; ଏଣୁ ତୁମ୍ଭ ଦାସର ବଂଶ ତୁମ୍ଭ ଆଶୀର୍ବାଦରେ ଅନ; କାଳ ଆଶୀର୍ବାଦଯୁକ୍ତ ହେଉ ।
Odia Bible ERV 2004 (ପବିତ୍ର ବାଇବଲ)
ବର୍ତ୍ତମାନ, ମୋର ପରିବାରକୁ ଆଶୀର୍ବାଦ କର। ପରମେଶ୍ୱର, ସେମାନେ ତୁମ୍ଭର ଚିରଦିନ ସେବା କରିବା ପାଇଁ ଓ ତୁମ୍ଭ ସମ୍ମୁଖରେ ଛିଡ଼ା ହେବା ପାଇଁ ସୁଯୋଗ ଦିଅନ୍ତୁ। ହେ ସଦାପ୍ରଭୁ! ମୋର ପ୍ରଭୁ, ତୁମ୍ଭେ ଏହିସବୁ କହିଅଛ। ତୁମ୍ଭେ ମୋର ପରିବାରକୁ ଆଶୀର୍ବାଦ କଲ, ତାହା ଚିରଦିନ ପାଇଁ ରହୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ଯେପରି ତୁମ୍ଭ ଦାସର ବଂଶ ତୁମ୍ଭ ସମ୍ମୁଖରେ ଅନନ୍ତକାଳ ବିଦ୍ୟମାନ ରହିବ, ଏଥିପାଇଁ ଅନୁଗ୍ରହ କରି ତାକୁ ଆଶୀର୍ବାଦ କର; କାରଣ ହେ ପ୍ରଭୋ ସଦାପ୍ରଭୋ, ତୁମ୍ଭେ ଆପେ ଏହା କହିଅଛ; ଏଣୁ ତୁମ୍ଭ ଦାସର ବଂଶ ତୁମ୍ଭ ଆଶୀର୍ବାଦରେ ଅନନ୍ତକାଳ ଆଶୀର୍ବାଦଯୁକ୍ତ ହେଉ।”
Odia IRV 2017 (ଓଡିଆ ବାଇବେଲ)
ଏହେତୁ ଯେପରି ତୁମ୍ଭ ଦାସର ବଂଶ ତୁମ୍ଭ ସମ୍ମୁଖରେ ଅନନ୍ତ କାଳ ବିଦ୍ୟମାନ ରହିବ, ଏଥିପାଇଁ ଅନୁଗ୍ରହ କରି ତାକୁ ଆଶୀର୍ବାଦ କର; କାରଣ ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ଆପେ ଏହା କହିଅଛ; ଏଣୁ ତୁମ୍ଭ ଦାସର ବଂଶ ତୁମ୍ଭ ଆଶୀର୍ବାଦରେ ଅନନ୍ତ କାଳ ଆଶୀର୍ବାଦଯୁକ୍ତ ହେଉ।”