2 Samuel 7:3 — Compare Translations
5 translations compared side by side
Odia - 1840
"ନାଥନ ରାଜା ଦାଉଦଙ୍କକ୍ସ୍ଟ କହିଲେ, ତୁମ୍ଭର ଯାହା ଇଛା ତାହା କର, କାରଣ ସଦାପ୍ରଭୁ ତକ୍ସ୍ଟମ୍ଭ ସହିତ ଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ନାଥନ ରାଜାଙ୍କୁ କହିଲେ, ଯାଅ, ତୁମ୍ଭ ହୃଦୟରେ ଯାହା ଅଛି, ତାହାସବୁ କର; କାରଣ ସଦାପ୍ରଭୁ ତୁମ୍ଭ ସଙ୍ଗରେ ଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ନାଥନ ରାଜା ଦାଉଦଙ୍କୁ କହିଲେ, “ତୁମ୍ଭର ଯାହା ଇଚ୍ଛା ତାହା କର, କାରଣ ସଦାପ୍ରଭୁ ତୁମ୍ଭ ସହିତ ଅଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ନାଥନ ରାଜାଙ୍କୁ କହିଲେ, “ଯାଅ, ତୁମ୍ଭ ହୃଦୟରେ ଯାହା ଅଛି, ତାହାସବୁ କର; କାରଣ ସଦାପ୍ରଭୁ ତୁମ୍ଭ ସଙ୍ଗରେ ଅଛନ୍ତି।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ନାଥନ ରାଜାଙ୍କୁ କହିଲେ, “ଯାଅ, ତୁମ୍ଭ ହୃଦୟରେ ଯାହା ଅଛି, ତାହାସବୁ କର; କାରଣ ସଦାପ୍ରଭୁ ତୁମ୍ଭ ସଙ୍ଗରେ ଅଛନ୍ତି।”