2 Samuel 7:5 — Compare Translations

5 translations compared side by side

Odia - 1840
"ତୁମ୍ଭେ ୟାଅ ଓ ମାରେ ଦାସ ଦାଉଦଙ୍କକ୍ସ୍ଟ କକ୍ସ୍ଟହ, 'ସଦାପ୍ରଭୁ ଏହି କଥା କହିଛନ୍ତି। ତୁମ୍ଭେ ମାରେ ବାସସ୍ଥାନ ଗୃହ ନିର୍ମାଣ କରିବାକୁ ଉଦ୍ଦିଷ୍ଟ ବ୍ଯକ୍ତି ନକ୍ସ୍ଟହଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯାଅ, ଆମ୍ଭ ଦାସ ଦାଉଦକୁ ଜଣାଅ, ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ କି ଆମ୍ଭ ନିମନ୍ତେ ବସତିଗୃହ ନିର୍ମାଣ କରିବ?
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେ ଯାଅ ଓ ମୋର ଦାସ ଦାଉଦଙ୍କୁ କୁହ, ‘ସଦାପ୍ରଭୁ ଏହି କଥା କହିଛନ୍ତି। ତୁମ୍ଭେ ମୋର ବାସସ୍ଥାନ ଗୃହ ନିର୍ମାଣ କରିବାକୁ ଉଦ୍ଧିଷ୍ଟ ବ୍ୟକ୍ତି ନୁହଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଯାଅ, ଆମ୍ଭ ଦାସ ଦାଉଦଙ୍କୁ ଜଣାଅ, ‘ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ କି ଆମ୍ଭ ନିମନ୍ତେ ବସତି-ଗୃହ ନିର୍ମାଣ କରିବ?
Odia IRV 2017 (ଓଡିଆ ବାଇବେଲ)
“ଯାଅ, ଆମ୍ଭ ଦାସ ଦାଉଦକୁ ଜଣାଅ, ‘ସଦାପ୍ରଭୁ ଏହି କଥା କହନ୍ତି,’ ତୁମ୍ଭେ କି ଆମ୍ଭ ନିମନ୍ତେ ବସତିଗୃହ ନିର୍ମାଣ କରିବ?