2 Samuel 7:6 — Compare Translations
5 translations compared side by side
Odia - 1840
"ମୁ ଇଶ୍ରାୟେଲୀୟ ସନ୍ତାନଗଣକକ୍ସ୍ଟ ମିଶରରକ୍ସ୍ଟ ବାହାର କରିଆଣିବାଠାରକ୍ସ୍ଟ ଆଜି ପର୍ୟ୍ଯନ୍ତ କୌଣସି ଗୃହ ରେ ବାସ କରି ନାହିଁ। ମାତ୍ର ମୁ ଏକ ତମ୍ବୁ ମଧିଅରେ ୟାତାଯତ କଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ମିସରରୁ ବାହାର କରି ଆଣିବା ଦିନାବଧି ଆଜି ପର୍ଯ୍ୟନ୍ତ କୌଣସି ଗୃହରେ ବାସ କରି ନାହୁଁ, ମାତ୍ର ତମ୍ଵୁ ଓ ଆବାସ ମଧ୍ୟରେ ଗତାୟାତ କରିଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଇସ୍ରାଏଲୀୟ ସନ୍ତାନଗଣକୁ ମିଶରରୁ ବାହାର କରି ଆଣିବାଠାରୁ ଆଜି ପର୍ଯ୍ୟନ୍ତ କୌଣସି ଗୃହରେ ବାସ କରି ନାହିଁ। ମାତ୍ର ମୁଁ ଏକ ତମ୍ବୁ ମଧ୍ୟରେ ଯାତାୟାତ କଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ମିସରରୁ ବାହାର କରି ଆଣିବା ଦିନାବଧି ଆଜି ପର୍ଯ୍ୟନ୍ତ କୌଣସି ଗୃହରେ ବାସ କରି ନାହୁଁ, ମାତ୍ର ତମ୍ବୁ ଓ ଆବାସ ମଧ୍ୟରେ ଗତାୟାତ କରିଅଛୁ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ଇସ୍ରାଏଲ ସନ୍ତାନଗଣକୁ ମିସରରୁ ବାହାର କରି ଆଣିବା ଦିନାବଧି ଆଜି ପର୍ଯ୍ୟନ୍ତ କୌଣସି ଗୃହରେ ବାସ କରି ନାହୁଁ, ମାତ୍ର ତମ୍ବୁ ଓ ଆବାସ ମଧ୍ୟରେ ଗତାୟାତ କରିଅଛୁ।