2 Samuel 7:8 — Compare Translations
5 translations compared side by side
Odia - 1840
"ତେଣୁ ଏବେ ତୁମ୍ଭେ ମାେ ଦାସ ଦାଉଦକକ୍ସ୍ଟ ଏପରି କକ୍ସ୍ଟହ, 'ସର୍ବଶକ୍ତିମାନ ସଦାପ୍ରଭୁ ଏହି କଥା କହନ୍ତି, ମିଁ ତୁମ୍ଭମାନଙ୍କୁ ଆଣିଲି। ଯେତବେେଳେ ତୁମ୍ଭମାନେେ ଗ୍ଭରଣ ଭୂମିରେ ମଷେପଲଗକ୍ସ୍ଟଡିକ ପଛ ରେ ଅନକ୍ସ୍ଟସରଣ କରୁଥିଲ। ମୁ ତୁମ୍ଭମାନଙ୍କୁ ମାରେ ଇଶ୍ରାୟେଲୀୟ ଲୋକମାନଙ୍କ ଉପରେ ନେତା କରିବା ପାଇଁ ନଇେ ଆସିଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ଏବେ ତୁମ୍ଭେ ଆମ୍ଭ ଦାସ ଦାଉଦକୁ ଏପରି କୁହ, ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ଯେପରି ଆମ୍ଭ ଲୋକ ଇସ୍ରାଏଲ ଉପରେ ଅଗ୍ରଣୀ ହେବ, ଏଥିପାଇଁ ଆମ୍ଭେ ତୁମ୍ଭକୁ ମେଷଶାଳାରୁ, ମେଷମାନଙ୍କ ପଶ୍ଚାଦ୍ଗମନରୁ ଗ୍ରହଣ କଲୁ;
Odia Bible ERV 2004 (ପବିତ୍ର ବାଇବଲ)
“ତେଣୁ ଏବେ ତୁମ୍ଭେ ମୋ’ ଦାସ ଦାଉଦକୁ ଏପରି କୁହ, ‘ସର୍ବଶକ୍ତିମାନ ସଦାପ୍ରଭୁ ଏହି କଥା କହନ୍ତି, ମୁଁ ତୁମ୍ଭକୁ ଆଣିଲି। ଯେତେବେଳେ ତୁମ୍ଭେ ଗ୍ଭରଣଭୂମିରେ ମେଷପଲଗୁଡ଼ିକ ପଛରେ ଅନୁସରଣ କରୁଥିଲ। ମୁଁ ତୁମ୍ଭକୁ ମୋର ଇସ୍ରାଏଲୀୟ ଲୋକମାନଙ୍କ ଉପରେ ନେତା କରିବା ପାଇଁ ନେଇ ଆସିଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ଏବେ ତୁମ୍ଭେ ଆମ୍ଭ ଦାସ ଦାଉଦଙ୍କୁ ଏପରି କୁହ, ‘ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ଯେପରି ଆମ୍ଭ ଲୋକ ଇସ୍ରାଏଲ ଉପରେ ଅଗ୍ରଣୀ ହେବ, ଏଥିପାଇଁ ଆମ୍ଭେ ତୁମ୍ଭକୁ ମେଷଶାଳାରୁ, ମେଷମାନଙ୍କ ପଶ୍ଚାଦ୍ଗମନରୁ ଗ୍ରହଣ କଲୁ;
Odia IRV 2017 (ଓଡିଆ ବାଇବେଲ)
ଏଣୁ ଏବେ ତୁମ୍ଭେ ଆମ୍ଭ ଦାସ ଦାଉଦକୁ ଏପରି କୁହ, “ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ଯେପରି ଆମ୍ଭ ଲୋକ ଇସ୍ରାଏଲ ଉପରେ ଅଗ୍ରଣୀ ହେବ, ଏଥିପାଇଁ ଆମ୍ଭେ ତୁମ୍ଭକୁ ମେଷଶାଳାରୁ, ମେଷମାନଙ୍କ ପଶ୍ଚାଦ୍ଗମନରୁ ଗ୍ରହଣ କଲୁ;