2 Samuel 7:9 — Compare Translations
5 translations compared side by side
Odia - 1840
"ଏହାପରେ ତୁମ୍ଭେ ଯେଉଁ ସ୍ଥାନକକ୍ସ୍ଟ ଗଲ, ମୁ ତୁମ୍ଭର ସହିତ ଗଲି ଓ ତୁମ୍ଭର ସମସ୍ତ ଶତୃମାନଙ୍କୁ ଧ୍ବଂସ କଲି ଏବଂ ମୁ ତୁମ୍ଭକୁ ପୃଥିବୀର ବିଖ୍ଯାତ ଲୋକମାନଙ୍କ ମଧ୍ଯରକ୍ସ୍ଟ ଜଣେ କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ତୁମ୍ଭେ ଯେଉଁ ଯେଉଁ ସ୍ଥାନକୁ ଗଲ, ଆମ୍ଭେ ତୁମ୍ଭର ସଙ୍ଗୀ ହେଲୁ ଓ ତୁମ୍ଭ ସମ୍ମୁଖରୁ ତୁମ୍ଭର ସମସ୍ତ ଶତ୍ରୁଙ୍କୁ ଉଚ୍ଛିନ୍ନ କଲୁ; ଆହୁରି ଆମ୍ଭେ ପୃଥିବୀସ୍ଥ ମହାଲୋକମାନଙ୍କ ନାମ ତୁଲ୍ୟ ତୁମ୍ଭର ମହାନାମ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ତୁମ୍ଭେ ଯେଉଁ ସ୍ଥାନକୁ ଗଲ, ମୁଁ ତୁମ୍ଭ ସହିତ ଗଲି ଓ ତୁମ୍ଭର ସମସ୍ତ ଶତ୍ରୁମାନଙ୍କୁ ଧ୍ୱଂସ କଲି ଏବଂ ମୁଁ ତୁମ୍ଭକୁ ପୃଥିବୀର ବିଖ୍ୟାତ ଲୋକମାନଙ୍କ ମଧ୍ୟରୁ ଜଣେ କରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ତୁମ୍ଭେ ଯେଉଁ ଯେଉଁ ସ୍ଥାନକୁ ଗଲ, ଆମ୍ଭେ ତୁମ୍ଭର ସଙ୍ଗୀ ହେଲୁ ଓ ତୁମ୍ଭ ସମ୍ମୁଖରୁ ତୁମ୍ଭର ସମସ୍ତ ଶତ୍ରୁଙ୍କୁ ଉଚ୍ଛିନ୍ନ କଲୁ; ଆହୁରି ଆମ୍ଭେ ପୃଥିବୀସ୍ଥ ମହାନ ଲୋକମାନଙ୍କ ନାମ ତୁଲ୍ୟ ତୁମ୍ଭର ମହାନାମ କରିବା।
Odia IRV 2017 (ଓଡିଆ ବାଇବେଲ)
ପୁଣି ତୁମ୍ଭେ ଯେଉଁ ଯେଉଁ ସ୍ଥାନକୁ ଗଲ, ଆମ୍ଭେ ତୁମ୍ଭର ସଙ୍ଗୀ ହେଲୁ ଓ ତୁମ୍ଭ ସମ୍ମୁଖରୁ ତୁମ୍ଭର ସମସ୍ତ ଶତ୍ରୁଙ୍କୁ ଉଚ୍ଛିନ୍ନ କଲୁ; ଆହୁରି ଆମ୍ଭେ ପୃଥିବୀସ୍ଥ ମହାନ ଲୋକମାନଙ୍କ ନାମ ତୁଲ୍ୟ ତୁମ୍ଭର ମହାନାମ କରିବା।