2 Samuel 8:1 — Compare Translations
5 translations compared side by side
Odia - 1840
"ଏହାପରେ ଦାଉଦ ପଲେଷ୍ଟୀୟମାନଙ୍କୁ ପରାସ୍ତ କଲେ ଓ ସମାନଙ୍କେଠାରକ୍ସ୍ଟ ତାଙ୍କ ରାଜଧାନୀର କତ୍ତର୍କ୍ସ୍ଟତ୍ବ ନେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଦାଉଦ ପଲେଷ୍ଟୀୟମାନଙ୍କୁ ପରାସ୍ତ କରି ନତ କଲେ ଓ ଦାଉଦ ପଲେଷ୍ଟୀୟମାନଙ୍କ ହସ୍ତରୁ ସେମାନଙ୍କ ମାତୃନଗରର କର୍ତ୍ତୃତ୍ଵ ନେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ଅନେକ ଯୁଦ୍ଧରେ ବିଜୟ ହେଲେ ଏହା ପରେ ଦାଉଦ ପଲେଷ୍ଟୀୟମାନଙ୍କୁ ପରାସ୍ତ କଲେ ଓ ସେମାନଙ୍କଠାରୁ ତାଙ୍କ ରାଜଧାନୀର କର୍ତ୍ତୃତ୍ୱ ନେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଦାଉଦ ପଲେଷ୍ଟୀୟମାନଙ୍କୁ ପରାସ୍ତ କରି ନତ କଲେ ଓ ଦାଉଦ ପଲେଷ୍ଟୀୟମାନଙ୍କ ହସ୍ତରୁ ଗାଥ୍ ଏବଂ ମାତୃନଗରର କର୍ତ୍ତୃତ୍ୱ ନେଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଦାଉଦ ପଲେଷ୍ଟୀୟମାନଙ୍କୁ ପରାସ୍ତ କରି ନତ କଲେ ଓ ଦାଉଦ ପଲେଷ୍ଟୀୟମାନଙ୍କ ହସ୍ତରୁ ଗାଥ୍ ଏବଂ ମାତୃନଗରର କର୍ତ୍ତୃତ୍ୱ ନେଲେ।