2 Samuel 8:10 — Compare Translations

5 translations compared side by side

Odia - 1840
"ତେଣୁ ତୋହି ତାଙ୍କର ପକ୍ସ୍ଟତ୍ର ଯୋରାମକକ୍ସ୍ଟ ରାଜା ଦାଉଦଙ୍କକ୍ସ୍ଟ ଅଭ୍ଯର୍ଥନା କରିବା ପାଇଁ ଓ ୟକ୍ସ୍ଟଦ୍ଧ ରେ ହଦଦଷେର ବିରକ୍ସ୍ଟଦ୍ଧ ରେ ଜଯଲାଭ କରିଥିବାରକ୍ସ୍ଟ ଶକ୍ସ୍ଟଭେଚ୍ଛା ଜଣାଇବା ପାଇଁ ପଠାଇଲେ। ପୂର୍ବରକ୍ସ୍ଟ ହଦଦଷେର ତୋହି ସହିତ ୟକ୍ସ୍ଟଦ୍ଧ ରେ ରତ ଥିଲେ। ଯୋରାମ ନିଜ ସଙ୍ଗ ରେ ସକ୍ସ୍ଟନା, ରୂପା ଓ ପିତ୍ତଳ ଉପହାରମାନ ମଧ୍ଯ ଆଣିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦାଉଦ ରାଜାଙ୍କର ମଙ୍ଗଳ ବାର୍ତ୍ତା ପଚାରିବା ନିମନ୍ତେ ଓ ହଦଦେଷର ପ୍ରତିକୂଳରେ ଯୁଦ୍ଧ କରି ପରାସ୍ତ କରିବା ସକାଶୁ ତାଙ୍କୁ ଧନ୍ୟବାଦ ଦେବା ନିମନ୍ତେ ସେ ଆପଣା ପୁତ୍ର ଯୋରାମକୁ ତାଙ୍କ କତିକି ପଠାଇଲା; ଯେହେତୁ ହଦଦେଷର ସଙ୍ଗେ ତୟିର ଯୁଦ୍ଧ ଥିଲା । ପୁଣି ଯୋରାମ୍ ଆପଣା ସଙ୍ଗେ ରୂପାପାତ୍ର ଓ ସୁନାପାତ୍ର ଓ ପିତ୍ତଳପାତ୍ର ନେଇ ଆସିଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ତୋହି ତାଙ୍କର ପୁତ୍ର ଯୋରାମକୁ ରାଜା ଦାଉଦଙ୍କୁ ଅଭ୍ୟର୍ଥନା କରିବା ପାଇଁ ଓ ଯୁଦ୍ଧରେ ହଦଦେଷର ବିରୁଦ୍ଧରେ ଜୟଲାଭ କରିଥିବାରୁ ଶୁଭେଚ୍ଛା ଜଣାଇବା ପାଇଁ ପଠାଇଲେ। ପୂର୍ବରୁ ହଦଦେଷର ତୋହି ସହିତ ଯୁଦ୍ଧରେ ରତ ଥିଲେ। ଯୋରାମ ନିଜ ସଙ୍ଗରେ ସୁନା, ରୂପା ଓ ପିତ୍ତଳ ଉପହାରମାନ ମଧ୍ୟ ଆଣିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦାଉଦ ରାଜାଙ୍କର ମଙ୍ଗଳ ବାର୍ତ୍ତା ପଚାରିବା ନିମନ୍ତେ ଓ ହଦଦେଷର ପ୍ରତିକୂଳରେ ଯୁଦ୍ଧ କରି ପରାସ୍ତ କରିବା ସକାଶୁ ତାଙ୍କୁ ଧନ୍ୟବାଦ ଦେବା ନିମନ୍ତେ ସେ ଆପଣା ପୁତ୍ର ଯୋରାମ୍‍କୁ ତାଙ୍କ ନିକଟକୁ ପଠାଇଲା; ଯେହେତୁ ହଦଦେଷର ସଙ୍ଗେ ତୟିର ଯୁଦ୍ଧ ଥିଲା। ପୁଣି ଯୋରାମ୍‍ ଆପଣା ସଙ୍ଗେ ରୂପା, ସୁନା, ଓ ପିତ୍ତଳର ପାତ୍ର ନେଇ ଆସିଥିଲା।
Odia IRV 2017 (ଓଡିଆ ବାଇବେଲ)