2 Samuel 8:11 — Compare Translations

5 translations compared side by side

Odia - 1840
"ଦାଉଦ ସେସବୁ ଦ୍ରବ୍ଯକକ୍ସ୍ଟ ଗ୍ରହଣ କଲେ ଓ ସଦାପ୍ରଭୁଙ୍କୁ ସଗେୁଡିକୁ ଅର୍ପଣ କଲେ। ସେ ସଗେୁଡିକୁ ଅନ୍ୟ ସକ୍ସ୍ଟନା ରୂପାର ଦ୍ରବ୍ଯ ପାଖ ରେ ରହିଲେ, ଯାହା ସେ ସଦାପ୍ରଭୁଙ୍କୁ ଅର୍ପଣ କଲେ। ଦାଉଦ ସଗେୁଡିକୁ ଯେଉଁ ଦେଶକକ୍ସ୍ଟ ପରାସ୍ତ କରୁଥିଲେ, ସହେି ଦେଶରକ୍ସ୍ଟ ଦ୍ରବ୍ଯମାନ ଆଣକ୍ସ୍ଟଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦାଉଦ ରାଜା ଏହିସବୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର କଲେ, ପୁଣି ଯେସମସ୍ତ ଗୋଷ୍ଠୀକି ବଶୀଭୂତ କରିଥିଲେ, ସେମାନଙ୍କ ଠାରୁ,
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ସେସବୁ ଦ୍ରବ୍ୟକୁ ଗ୍ରହଣ କଲେ ଓ ସଦାପ୍ରଭୁଙ୍କୁ ସେଗୁଡ଼ିକୁ ଅର୍ପଣ କଲେ। ସେ ସେଗୁଡ଼ିକୁ ଅନ୍ୟ ସୁନା, ରୂପାର ଦ୍ରବ୍ୟ ପାଖରେ ରହିଲେ, ଯାହା ସେ ସଦାପ୍ରଭୁଙ୍କୁ ଅର୍ପଣ କଲେ। ଦାଉଦ ସେଗୁଡ଼ିକୁ ଯେଉଁ ଦେଶକୁ ପରାସ୍ତ କରୁଥିଲେ, ସେହି ଦେଶରୁ ଦ୍ରବ୍ୟମାନ ଆଣୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦାଉଦ ରାଜା ଏହିସବୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର କଲେ, ପୁଣି ଯେଉଁ ସମସ୍ତ ଗୋଷ୍ଠୀକୁ ବଶୀଭୂତ କରିଥିଲେ, ସେମାନଙ୍କଠାରୁ,
Odia IRV 2017 (ଓଡିଆ ବାଇବେଲ)
ଦାଉଦ ରାଜା ଏହିସବୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର କଲେ, ପୁଣି ଯେଉଁ ସମସ୍ତ ଗୋଷ୍ଠୀକୁ ବଶୀଭୂତ କରିଥିଲେ, ସେମାନଙ୍କଠାରୁ,