2 Samuel 8:12 — Compare Translations

5 translations compared side by side

Odia - 1840
"ଦାଉଦ ଅରାମ, ମାଯାେବ, ଅମ୍ମାନେ, ପଲେଷ୍ଟୀୟ, ଅମାଲକେୀଯ ଏବଂ ସେ ମଧ୍ଯ ସୋବାର ରାଜା ରହବରେ ପକ୍ସ୍ଟତ୍ର ହଦଦଷେରକକ୍ସ୍ଟ ପରାସ୍ତ କରିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅର୍ଥାତ୍, ଅରାମ ଓ ମୋୟାବ ଓ ଅମ୍ମୋନ-ସନ୍ତାନଗଣ ଓ ପଲେଷ୍ଟୀୟ ଲୋକ ଓ ଅମାଲେକୀୟ-ମାନଙ୍କଠାରୁ ପ୍ରାପ୍ତ ସୁନା ଓ ରୂପା, ପୁଣି ସୋବାର ରାଜା ରହୋବର ପୁତ୍ର ହଦଦେଷରଠାରୁ ପ୍ରାପ୍ତ ଲୁଟଦ୍ରବ୍ୟ ମଧ୍ୟ ପବିତ୍ର କରିଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ଅରାମ, ମୋୟାବ, ଅମ୍ମୋନ, ପଲେଷ୍ଟୀୟ, ଅମାଲେକୀୟ ଏବଂ ସେ ମଧ୍ୟ ସୋବାର ରାଜା ରେହବର ପୁତ୍ର ହଦଦେଷରକୁ ପରାସ୍ତ କରିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅର୍ଥାତ୍‍, ଅରାମ ଓ ମୋୟାବ ଓ ଅମ୍ମୋନ-ସନ୍ତାନଗଣ ଓ ପଲେଷ୍ଟୀୟ ଲୋକ ଓ ଅମାଲେକୀୟମାନଙ୍କଠାରୁ ପ୍ରାପ୍ତ ସୁନା ଓ ରୂପା, ପୁଣି ସୋବାର ରାଜା ରହୋବର ପୁତ୍ର ହଦଦେଷରଠାରୁ ପ୍ରାପ୍ତ ଲୁଟିତ ଦ୍ରବ୍ୟ ମଧ୍ୟ ପବିତ୍ର କରିଥିଲେ।
Odia IRV 2017 (ଓଡିଆ ବାଇବେଲ)
ଅର୍ଥାତ୍‍, ଅରାମ ଓ ମୋୟାବ ଓ ଅମ୍ମୋନ ସନ୍ତାନଗଣ ଓ ପଲେଷ୍ଟୀୟ ଲୋକ ଓ ଅମାଲେକୀୟମାନଙ୍କଠାରୁ ପ୍ରାପ୍ତ ସୁନା ଓ ରୂପା, ପୁଣି ସୋବାର ରାଜା ରହୋବର ପୁତ୍ର ହଦଦେଷରଠାରୁ ପ୍ରାପ୍ତ ଲୁଟିତ ଦ୍ରବ୍ୟ ମଧ୍ୟ ପବିତ୍ର କରିଥିଲେ।