2 Samuel 8:13 — Compare Translations
5 translations compared side by side
Odia - 1840
"ଦାଉଦ ଲବଣ ନାମକ ଉପତ୍ୟକା ରେ ଅରାମୀଯମାନଙ୍କର 18,000 ସୈନ୍ଯଙ୍କକ୍ସ୍ଟ ବଧ କରିଥିଲେ ଓ ସେ ଯେତବେେଳେ ଘରକକ୍ସ୍ଟ ଫରେିଲେ ସେତବେେଳେ ବହକ୍ସ୍ଟତ ଖ୍ଯାତି ଅର୍ଜନ କରିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି ଦାଉଦ ଲବଣ ଉପତ୍ୟକାରେ ଅରାମୀୟ-ମାନଙ୍କର ଅଠର ହଜାର ଲୋକ ବଧ କରି ଫେରି ଆସି ବଡ଼ ନାମ ପାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ଲବଣ ନାମକ ଉପତ୍ୟକାରେ ଅରାମୀୟମାନଙ୍କର 18,000 ସୈନ୍ୟଙ୍କୁ ବଧ କରିଥିଲେ ଓ ସେ ଯେତେବେଳେ ଘରକୁ ଫେରିଲେ ସେତେବେଳେ ବହୁତ ଖ୍ୟାତି ଅର୍ଜ୍ଜନ କରିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି ଦାଉଦ ଲବଣ ଉପତ୍ୟକାରେ ଅରାମୀୟମାନଙ୍କର ଅଠର ହଜାର ଲୋକ ବଧ କରି ଫେରିଆସି ବଡ଼ ନାମ ପାଇଲେ।
Odia IRV 2017 (ଓଡିଆ ବାଇବେଲ)
ଆହୁରି ଦାଉଦ ଲବଣ ଉପତ୍ୟକାରେ ଅରାମୀୟମାନଙ୍କର ଅଠର ହଜାର ଲୋକ ବଧ କରି ଫେରି ଆସି ବଡ଼ ନାମ ପାଇଲେ।