2 Samuel 8:14 — Compare Translations

5 translations compared side by side

Odia - 1840
"ଦାଉଦ ଦକ୍ସ୍ଟର୍ଗ ରକ୍ଷକ ସନୋଙ୍କକ୍ସ୍ଟ ଇଦୋମ ରେ ମୃତଯନ କଲେ। ସେ ଇଦୋମ ସାରା ବହକ୍ସ୍ଟତ ଦକ୍ସ୍ଟର୍ଗ ରକ୍ଷକ ସନୋଙ୍କକ୍ସ୍ଟ ମୃତଯନ କଲେ। ସମସ୍ତ ଇଦୋମୀଯଗଣ ଦାଉଦଙ୍କର ଦାସ ହେଲ। ଦାଉଦ ଯେଉଁଠିକି ଗଲେ ସଦାପ୍ରଭୁ ତାଙ୍କୁ ବିଜଯୀ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ ଇଦୋମ ଦେଶରେ ପ୍ରହରୀଦଳ ସ୍ଥାପନ କଲେ; ସେ ଇଦୋମର ସର୍ବତ୍ର ପ୍ରହରୀଦଳ ସ୍ଥାପନ କଲେ, ଆଉ ଇଦୋମୀୟ ଲୋକ ସମସ୍ତେ ଦାଉଦଙ୍କର ଦାସ ହେଲେ । ଆଉ ଦାଉଦ ଯେଉଁଆଡ଼େ ଗଲେ, ସଦାପ୍ରଭୁ ତାଙ୍କୁ ଜୟ ଦାନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ଦୁର୍ଗ ରକ୍ଷକ ସେନାଙ୍କୁ ଇଦୋମରେ ମୁତୟନ କଲେ। ସେ ଇଦୋମ ସାରା ବହୁତ ଦୁର୍ଗ ରକ୍ଷକ ସେନାଙ୍କୁ ମୁତୟନ କଲେ। ସମସ୍ତ ଇଦୋମୀୟଗଣ ଦାଉଦଙ୍କର ଦାସ ହେଲେ। ଦାଉଦ ଯେଉଁଠିକି ଗଲେ ସଦାପ୍ରଭୁ ତାଙ୍କୁ ବିଜୟୀ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସେ ଇଦୋମ ଦେଶରେ ପ୍ରହରୀ-ଦଳ ସ୍ଥାପନ କଲେ; ସେ ଇଦୋମର ସର୍ବତ୍ର ପ୍ରହରୀ-ଦଳ ସ୍ଥାପନ କଲେ, ଆଉ ଇଦୋମୀୟ ଲୋକ ସମସ୍ତେ ଦାଉଦଙ୍କର ଦାସ ହେଲେ। ଆଉ ଦାଉଦ ଯେଉଁଆଡ଼େ ଗଲେ, ସଦାପ୍ରଭୁ ତାଙ୍କୁ ଜୟ ଦେଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି ସେ ଇଦୋମ ଦେଶରେ ପ୍ରହରୀଦଳ ସ୍ଥାପନ କଲେ; ସେ ଇଦୋମର ସର୍ବତ୍ର ପ୍ରହରୀଦଳ ସ୍ଥାପନ କଲେ, ଆଉ ଇଦୋମୀୟ ଲୋକ ସମସ୍ତେ ଦାଉଦଙ୍କର ଦାସ ହେଲେ। ଆଉ ଦାଉଦ ଯେଉଁଆଡ଼େ ଗଲେ, ସଦାପ୍ରଭୁ ତାଙ୍କୁ ଜୟ ଦେଲେ।