2 Samuel 8:15 — Compare Translations

5 translations compared side by side

Odia - 1840
"ଦାଉଦ ସମଗ୍ର ଇଶ୍ରାୟେଲ ଉପରେ ରାଜତ୍ବ କଲେ। ଦାଉଦ ମଧ୍ଯ ନିଜର ସମସ୍ତ ଲୋକମାନଙ୍କ ପ୍ରତି ସକ୍ସ୍ଟବିଗ୍ଭର କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ଦାଉଦ ସମୁଦାୟ ଇସ୍ରାଏଲ ଉପରେ ରାଜତ୍ଵ କଲେ; ପୁଣି ଦାଉଦ ଆପଣାର ସମସ୍ତ ଲୋକ ପ୍ରତି ବିଚାର ଓ ନ୍ୟାୟ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦଙ୍କର ଶାସନ ଦାଉଦ ସମଗ୍ର ଇସ୍ରାଏଲ ଉପରେ ରାଜତ୍ୱ କଲେ। ଦାଉଦ ମଧ୍ୟ ନିଜର ସମସ୍ତ ଲୋକମାନଙ୍କ ପ୍ରତି ସୁବିଗ୍ଭର କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ଦାଉଦ ସମୁଦାୟ ଇସ୍ରାଏଲ ଉପରେ ରାଜତ୍ୱ କଲେ; ପୁଣି ଦାଉଦ ଆପଣାର ସମସ୍ତ ଲୋକ ପ୍ରତି ବିଚାର ଓ ନ୍ୟାୟ କଲେ।
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ଦାଉଦ ସମୁଦାୟ ଇସ୍ରାଏଲ ଉପରେ ରାଜତ୍ୱ କଲେ; ପୁଣି ଦାଉଦ ଆପଣାର ସମସ୍ତ ଲୋକ ପ୍ରତି ବିଚାର ଓ ନ୍ୟାୟ କଲେ।