2 Samuel 8:16 — Compare Translations

5 translations compared side by side

Odia - 1840
"ସରକ୍ସ୍ଟଯାର ପକ୍ସ୍ଟତ୍ର ଯୋୟାବ ସୈନ୍ଯମାନଙ୍କ ଉପରେ ପ୍ରାଧାନ୍ଯ ଥିଲା, ଅହୀଟକ୍ସ୍ଟବର ପକ୍ସ୍ଟତ୍ର ଯିହାଶାଫେଟ୍ ମଧ୍ଯ ଇତିହାସ ଲେଖକ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସରୁୟାର ପୁତ୍ର ଯୋୟାବ ସୈନ୍ୟ ଉପରେ ପ୍ରଧାନ ଥିଲା; ଅହୀଲୂଦର ପୁତ୍ର ଯିହୋଶାଫଟ୍ ଇତିହାସ ଲେଖକ ଥିଲା;
Odia Bible ERV 2004 (ପବିତ୍ର ବାଇବଲ)
ସରୁୟାର ପୁତ୍ର ଯୋୟାବ ସୈନ୍ୟମାନଙ୍କ ଉପରେ ପ୍ରଧାନ ଥିଲା, ଅହୀଟୂବର ପୁତ୍ର ଯିହୋଶାଫଟ୍ ମଧ୍ୟ ଇତିହାସ ଲେଖକ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସରୁୟାର ପୁତ୍ର ଯୋୟାବ ସୈନ୍ୟ ଉପରେ ପ୍ରଧାନ ଥିଲା; ଅହୀଲୂଦର ପୁତ୍ର ଯିହୋଶାଫଟ୍‍ ଇତିହାସ ଲେଖକ ଥିଲା;
Odia IRV 2017 (ଓଡିଆ ବାଇବେଲ)
ଆଉ ସରୁୟାର ପୁତ୍ର ଯୋୟାବ ସୈନ୍ୟ ଉପରେ ପ୍ରଧାନ ଥିଲା; ଅହୀଲୂଦର ପୁତ୍ର ଯିହୋଶାଫଟ୍‍ ଇତିହାସ ଲେଖକ ଥିଲା;