2 Samuel 8:17 — Compare Translations

5 translations compared side by side

Odia - 1840
"ଅହୀଟକ୍ସ୍ଟବର ପକ୍ସ୍ଟତ୍ର ସାଦୋକ୍ ଓ ଅବିଯାଥରର ପକ୍ସ୍ଟତ୍ର ଅହୀମଲକେ ଯାଜକ ଥିଲେ। ସରାଯ ଲେଖକ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଅହୀଟୂବର ପୁତ୍ର ସାଦୋକ୍ ଓ ଅବୀୟାଥରର ପୁତ୍ର ଅହୀମେଲକ୍ ଯାଜକ ଥିଲେ; ସରାୟ ଲେଖକ ଥିଲା;
Odia Bible ERV 2004 (ପବିତ୍ର ବାଇବଲ)
ଅହୀଟୂବର ପୁତ୍ର ସାଦୋକ୍ ଓ ଅବିୟାଥରର ପୁତ୍ର ଅହୀମେଲକ ଯାଜକ ଥିଲେ। ସରାୟ ଲେଖକ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଅହୀଟୂବ୍‍ର ପୁତ୍ର ସାଦୋକ ଓ ଅବୀୟାଥରର ପୁତ୍ର ଅହୀମେଲକ୍‍ ଯାଜକ ଥିଲେ; ସରାୟ ଲେଖକ ଥିଲା;
Odia IRV 2017 (ଓଡିଆ ବାଇବେଲ)
ପୁଣି ଅହୀଟୂବର ପୁତ୍ର ସାଦୋକ ଓ ଅବୀୟାଥରର ପୁତ୍ର ଅହୀମେଲକ୍‍ ଯାଜକ ଥିଲେ; ସରାୟ ଲେଖକ ଥିଲା;