2 Samuel 8:18 — Compare Translations

5 translations compared side by side

Odia - 1840
"ଯିହାୟୋଦାରଦାର ପକ୍ସ୍ଟତ୍ର ବନାଯ କରେଥୀଯ ଓ ପଲେଥୀଯମାନଙ୍କ ଦାଯିତ୍ବ ରେ ଥିଲେ। ଏବଂ ଦାଉଦଙ୍କର ପକ୍ସ୍ଟତ୍ରମାନେ ମହତ୍ବପୂର୍ଣ୍ଣ ନତେୃବର୍ଗ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଯିହୋୟାଦାର ପୁତ୍ର ବନାୟ କରେଥୀୟ ଓ ପଲେଥୀୟମାନଙ୍କ ଉପରେ ନିଯୁକ୍ତ ଥିଲା, ପୁଣି ଦାଉଦଙ୍କର ପୁତ୍ରମାନେ ଯାଜକ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୋୟାଦାର ପୁତ୍ର ବନାୟ କରେଥୀୟ ଓ ପଲେଥୀୟମାନଙ୍କ ଦାୟିତ୍ୱରେ ଥିଲେ। ଏବଂ ଦାଉଦଙ୍କର ପୁତ୍ରମାନେ ମହତ୍ତ୍ୱପୂର୍ଣ୍ଣ ନେତୃବର୍ଗ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଯିହୋୟାଦାର ପୁତ୍ର ବନାୟ କରେଥୀୟ ଓ ପଲେଥୀୟମାନଙ୍କ ଉପରେ ନିଯୁକ୍ତ ଥିଲା, ପୁଣି ଦାଉଦଙ୍କର ପୁତ୍ରମାନେ ରାଜକୀୟ ଉପଦେଷ୍ଟା ଥିଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ଯିହୋୟାଦାର ପୁତ୍ର ବନାୟ କରେଥୀୟ ଓ ପଲେଥୀୟମାନଙ୍କ ଉପରେ ନିଯୁକ୍ତ ଥିଲା, ପୁଣି ଦାଉଦଙ୍କର ପୁତ୍ରମାନେ ରାଜକୀୟ ଉପଦେଷ୍ଟା ଥିଲେ।