2 Samuel 8:2 — Compare Translations
5 translations compared side by side
Odia - 1840
"ଦାଉଦ ମଧ୍ଯ ମାୟୋବକକ୍ସ୍ଟ ପରାସ୍ତ କଲେ। ସେ ସମାନଙ୍କେୁ ଭୂମିରେ ପଡି ରହିବା ପାଇଁ ବାଧ୍ଯ କଲେ, ସେ ସମାନଙ୍କେୁ ଏକ ଦଉଡି ଦ୍ବାରା ଦକ୍ସ୍ଟଇ ଦଳ ରେ ବିଭକ୍ତ କଲେ। ଦକ୍ସ୍ଟଇ ଧାଡିରକ୍ସ୍ଟ ପୁରୁଷ ଲୋକମାନଙ୍କୁ ହତ୍ଯା କରାଗଲା, କିନ୍ତୁ ତୃତୀୟ ଧାଡିଟିକକ୍ସ୍ଟ ଜୀବନ୍ତ ଛାଡି ଦିଆଗଲା। ତା'ପରେ ମାୟୋବୀଯମାନେ ଦାଉଦଙ୍କର ସବେକ ହେଲ ଓ ତାକକ୍ସ୍ଟ କର ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ ମୋୟାବକୁ ପରାସ୍ତ କରି ସେହି ଲୋକମାନଙ୍କୁ ଭୂମିରେ ଶୟନ କରାଇ ଦଉଡ଼ିରେ ମାପିଲେ ଓ ସେ ବଧ କରିବା ପାଇଁ ଦୁଇ ଦଉଡ଼ି ଓ ଜୀବିତ ରଖିବା ପାଇଁ ସମ୍ପୂର୍ଣ୍ଣ ଏକ ଦଉଡ଼ି ମାପିଲେ । ତହିଁରେ ମୋୟାବୀୟମାନେ ଦାଉଦଙ୍କର ଦାସ ହୋଇ ଦର୍ଶନୀ ଆଣିଲେ⇧ ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ମଧ୍ୟ ମୋୟାବକୁ ପରାସ୍ତ କଲେ। ସେ ସେମାନଙ୍କୁ ଭୂମିରେ ପଡ଼ି ରହିବା ପାଇଁ ବାଧ୍ୟ କଲେ, ସେ ସେମାନଙ୍କୁ ଏକ ଦଉଡ଼ି ଦ୍ୱାରା ଦୁଇ ଦଳରେ ବିଭକ୍ତ କଲେ। ଦୁଇ ଧାଡ଼ିର ପୁରୁଷ ଲୋକମାନଙ୍କୁ ହତ୍ୟା କରାଗଲା, କିନ୍ତୁ ତୃତୀୟ ଧାଡ଼ିଟିକୁ ଜୀବନ୍ତ ଛାଡ଼ି ଦିଆଗଲା। ତା’ପରେ ମୋୟାବୀୟମାନେ ଦାଉଦଙ୍କର ସେବକ ହେଲେ ଓ ତାକୁ କର ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସେ ମୋୟାବକୁ ପରାସ୍ତ କରି ସେହି ଲୋକମାନଙ୍କୁ ଭୂମିରେ ଶୟନ କରାଇ ଦଉଡ଼ିରେ ମାପିଲେ ଓ ସେ ବଧ କରିବା ପାଇଁ ଦୁଇ ଦଉଡ଼ି ଓ ଜୀବିତ ରଖିବା ପାଇଁ ସମ୍ପୂର୍ଣ୍ଣ ଏକ ଦଉଡ଼ି ମାପିଲେ। ତହିଁରେ ମୋୟାବୀୟମାନେ ଦାଉଦଙ୍କର ଦାସ ହୋଇ ତାଙ୍କୁ କର ଦେଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି ସେ ମୋୟାବକୁ ପରାସ୍ତ କରି ସେହି ଲୋକମାନଙ୍କୁ ଭୂମିରେ ଶୟନ କରାଇ ଦଉଡ଼ିରେ ମାପିଲେ ଓ ସେ ବଧ କରିବା ପାଇଁ ଦୁଇ ଦଉଡ଼ି ଓ ଜୀବିତ ରଖିବା ପାଇଁ ସମ୍ପୂର୍ଣ୍ଣ ଏକ ଦଉଡ଼ି ମାପିଲେ। ତହିଁରେ ମୋୟାବୀୟମାନେ ଦାଉଦଙ୍କର ଦାସ ହୋଇ ତାଙ୍କୁ କର ଦେଲେ।