2 Samuel 8:3 — Compare Translations

5 translations compared side by side

Odia - 1840
"ସୋବାରର ରାଜା ରହୋବର ପକ୍ସ୍ଟତ୍ର, ହଦଦଷେର ଫରାତ ନଦୀ ନିକଟରେ ନିଜର ରାଜ୍ଯ ପକ୍ସ୍ଟନର୍ବାର ହସ୍ତଗତ କରିବାକୁ ୟିବା ସମୟରେ ଦାଉଦ ତାହାଙ୍କକ୍ସ୍ଟ ପରାସ୍ତ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସୋବାର ରାଜା ରହୋବର ପୁତ୍ର ହଦଦେଷର ଫରାତ୍ ନଦୀ ନିକଟରେ ଆପଣା ରାଜ୍ୟ ପୁନର୍ବାର ହସ୍ତଗତ କରିବାକୁ ଯିବା ସମୟରେ ଦାଉଦ ତାହାକୁ ପରାସ୍ତ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସୋବାରର ରାଜା ରହୋବର ପୁତ୍ର, ହଦଦେଷର ଫରାତ୍ ନଦୀ ନିକଟରେ ନିଜର ରାଜ୍ୟ ପୁନର୍ବାର ହସ୍ତଗତ କରିବାକୁ ଯିବା ସମୟରେ ଦାଉଦ ତାହାକୁ ପରାସ୍ତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସୋବାର ରାଜା ରହୋବର ପୁତ୍ର ହଦଦେଷର ଫରାତ୍‍ ନଦୀ ନିକଟରେ ଆପଣା ରାଜ୍ୟ ପୁନର୍ବାର ପାଇବାକୁ ଯିବା ସମୟରେ ଦାଉଦ ତାହାକୁ ପରାସ୍ତ କଲେ।
Odia IRV 2017 (ଓଡିଆ ବାଇବେଲ)
ସୋବାର ରାଜା ରହୋବର ପୁତ୍ର ହଦଦେଷର ଫରାତ୍‍ ନଦୀ ନିକଟରେ ଆପଣା ରାଜ୍ୟ ପୁନର୍ବାର ପାଇବାକୁ ଯିବା ସମୟରେ ଦାଉଦ ତାହାକୁ ପରାସ୍ତ କଲେ।