2 Samuel 8:4 — Compare Translations
5 translations compared side by side
Odia - 1840
"ଦାଉଦ ତାଠାରକ୍ସ୍ଟ 1,700 ଅଶ୍ବାରୋହୀ ଏବଂ 20,000 ପଦାତିକ ସୈନ୍ଯ ନେଲେ। ଦାଉଦ 100ଟି ଅଶ୍ବ ରଖିଲେ କିନ୍ତୁ ସେ ଅନ୍ୟ ଅଶ୍ବଗୁଡିକୁ ପଙ୍ଗକ୍ସ୍ଟ କରି ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଦାଉଦ ତାହାଠାରୁ ଏକ ସହସ୍ର ସାତ ଶହ ଅଶ୍ଵାରୂଢ଼ ଓ କୋଡ଼ିଏ ସହସ୍ର ପଦାତିକ ସୈନ୍ୟ ନେଲେ; ଆଉ ଦାଉଦ ରଥ-ଅଶ୍ଵସମସ୍ତର ଗୋଡ଼-ଶିରା କାଟି ପକାଇଲେ,ମାତ୍ର ତହିଁ ମଧ୍ୟରୁ ଶହେ ରଥ ପାଇଁ ଅଶ୍ଵ ରଖିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ତା’ଠାରୁ 1700 ଅଶ୍ୱାରୋହୀ ଏବଂ 20,000 ପଦାତିକ ସୈନ୍ୟ ନେଲେ। ଦାଉଦ 100ଟି ଅଶ୍ୱ ରଖିଲେ କିନ୍ତୁ ସେ ଅନ୍ୟ ଅଶ୍ୱଗୁଡ଼ିକୁ ପଙ୍ଗୁ କରିଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଦାଉଦ ତାହାଠାରୁ ଏକ ସହସ୍ର ସାତ ଶହ ଅଶ୍ୱାରୂଢ଼ ଓ କୋଡ଼ିଏ ସହସ୍ର ପଦାତିକ ସୈନ୍ୟ ନେଲେ; ଆଉ ଦାଉଦ ରଥ-ଅଶ୍ୱ ସମସ୍ତର ଗୋଡ଼-ଶିରା କାଟି ପକାଇଲେ, ମାତ୍ର ତହିଁ ମଧ୍ୟରୁ ଶହେ ରଥ ପାଇଁ ଅଶ୍ୱ ରଖିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି ଦାଉଦ ତାହାଠାରୁ ଏକ ସହସ୍ର ସାତ ଶହ ଅଶ୍ୱାରୂଢ଼ ଓ କୋଡ଼ିଏ ସହସ୍ର ପଦାତିକ ସୈନ୍ୟ ନେଲେ; ଆଉ ଦାଉଦ ରଥ-ଅଶ୍ୱ ସମସ୍ତର ଗୋଡ଼-ଶିରା କାଟି ପକାଇଲେ, ମାତ୍ର ତହିଁ ମଧ୍ୟରୁ ଶହେ ରଥ ପାଇଁ ଅଶ୍ୱ ରଖିଲେ।