2 Samuel 8:5 — Compare Translations
5 translations compared side by side
Odia - 1840
"ଦମ୍ମେଶକର ଅରାମୀଯମାନେ ସୋବାର ହଦଦଷେର ରାଜାଙ୍କକ୍ସ୍ଟ ସାହାୟ୍ଯ କରିବାକୁ ଆସିଲେ। କିନ୍ତୁ ଦାଉଦ ସହେି 22,000 ଅରାମୀଯମାନଙ୍କୁ ପରାସ୍ତ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଦମ୍ମେଶକର ଅରାମୀୟମାନେ ସୋବାର ହଦଦେଷର ରାଜାର ସାହାଯ୍ୟ କରିବାକୁ ଆସନ୍ତେ, ଦାଉଦ ସେହି ଅରାମୀୟମାନଙ୍କର ବାଇଶ ହଜାର ଲୋକଙ୍କୁ ଆଘାତ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଦମ୍ମେଶକର ଅରାମୀୟମାନେ ସୋବାର ହଦଦେଷର ରାଜାଙ୍କୁ ସାହାଯ୍ୟ କରିବାକୁ ଆସିଲେ। କିନ୍ତୁ ଦାଉଦ ସେହି 22,000 ଅରାମୀୟମାନଙ୍କୁ ପରାସ୍ତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ଦମ୍ମେଶକର ଅରାମୀୟମାନେ ସୋବାର ହଦଦେଷର ରାଜାର ସାହାଯ୍ୟ କରିବାକୁ ଆସନ୍ତେ, ଦାଉଦ ସେହି ଅରାମୀୟମାନଙ୍କର ବାଇଶ ହଜାର ଲୋକଙ୍କୁ ଆଘାତ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ଦମ୍ମେଶକର ଅରାମୀୟମାନେ ସୋବାର ହଦଦେଷର ରାଜାର ସାହାଯ୍ୟ କରିବାକୁ ଆସନ୍ତେ, ଦାଉଦ ସେହି ଅରାମୀୟମାନଙ୍କର ବାଇଶ ହଜାର ଲୋକଙ୍କୁ ଆଘାତ କଲେ।