2 Samuel 8:6 — Compare Translations
5 translations compared side by side
Odia - 1840
"ତା'ପରେ ଦାଉଦ ଦମ୍ମେଶକର ଅରାମ ସୀମା ରେ ସୈନ୍ଯଦଳମାନଙ୍କୁ ମୃତଯନ କଲେ। ଏବଂ ଅରାମୀଯମାନେ ଦାଉଦଙ୍କର ସବେକ ହାଇଗେଲେ। ସମାନେେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ। ଏହିଭଳି ଭାବରେ ଦାଉଦ ଯେଉଁ ଆଡକକ୍ସ୍ଟ ଗଲେ ସଦାପ୍ରଭୁ ତାଙ୍କୁ ବିଜଯୀ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଦାଉଦ ଦମ୍ମେଶକର ଅରାମ ଦେଶରେ ପ୍ରହରୀ-ଦଳ ସ୍ଥାପନ କଲେ; ପୁଣି ଅରାମୀୟ ଲୋକମାନେ ଦାଉଦଙ୍କର ଦାସ ହୋଇ ଦର୍ଶନୀ ଆଣିଲେ । ଏହି ପ୍ରକାରେ ଦାଉଦ ଯେଉଁଆଡ଼େ ଗଲେ, ସଦାପ୍ରଭୁ ତାଙ୍କୁ ଜୟ ଦାନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଦାଉଦ ଦମ୍ମେଶକର ଅରାମ ସୀମାରେ ସୈନ୍ୟଦଳମାନଙ୍କୁ ମୁତୟନ କଲେ। ଏବଂ ଅରାମୀୟମାନେ ଦାଉଦଙ୍କର ସେବକ ହୋଇଗଲେ। ସେମାନେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ। ଏହିଭଳି ଭାବରେ ଦାଉଦ ଯେଉଁ ଆଡ଼କୁ ଗଲେ ସଦାପ୍ରଭୁ ତାଙ୍କୁ ବିଜୟୀ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଦାଉଦ ଦମ୍ମେଶକର ଅରାମ ଦେଶରେ ପ୍ରହରୀ-ଦଳ ସ୍ଥାପନ କଲେ; ପୁଣି ଅରାମୀୟ ଲୋକମାନେ ଦାଉଦଙ୍କର ଦାସ ହୋଇ କର ଆଣିଲେ। ଏହି ପ୍ରକାରେ ଦାଉଦ ଯେଉଁଆଡ଼େ ଗଲେ, ସଦାପ୍ରଭୁ ତାଙ୍କୁ ଜୟ ଦେଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ଦାଉଦ ଦମ୍ମେଶକର ଅରାମ ଦେଶରେ ପ୍ରହରୀ-ଦଳ ସ୍ଥାପନ କଲେ; ପୁଣି ଅରାମୀୟ ଲୋକମାନେ ଦାଉଦଙ୍କର ଦାସ ହୋଇ କର ଆଣିଲେ। ଏହି ପ୍ରକାରେ ଦାଉଦ ଯେଉଁଆଡ଼େ ଗଲେ, ସଦାପ୍ରଭୁ ତାଙ୍କୁ ଜୟ ଦେଲେ।