2 Samuel 8:7 — Compare Translations

5 translations compared side by side

Odia - 1840
"ଦାଉଦ ହଦଦଷେର ଅଧିକାରୀମାନଙ୍କ ପାଖ ରେ ଥିବା ସକ୍ସ୍ଟବର୍ଣ୍ଣ ଢାଲଗକ୍ସ୍ଟଡିକ ଛଡାଇ ଆଣିଲେ। ଦାଉଦ ସହେି ସକ୍ସ୍ଟବର୍ଣ୍ଣ ଢାଲଗକ୍ସ୍ଟଡିକ ଯିରୁଶାଲମକୁ ନଇେ ଆସିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଦାଉଦ ହଦଦେଷରର ଦାସମାନଙ୍କ ସୁବର୍ଣ୍ଣ ଢାଲସବୁ ନେଇ ଯିରୂଶାଲମକୁ ଆଣିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ହଦଦେଷର ଅଧିକାରୀମାନଙ୍କ ପାଖରେ ଥିବା ସୁବର୍ଣ୍ଣ ଢାଲଗୁଡ଼ିକ ଛଡ଼ାଇ ଆଣିଲେ। ଦାଉଦ ସେହି ସୁବର୍ଣ୍ଣ ଢାଲଗୁଡ଼ିକ ଯିରୁଶାଲମକୁ ନେଇ ଆସିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଦାଉଦ ହଦଦେଷରର ଦାସମାନଙ୍କ ସୁବର୍ଣ୍ଣ-ଢାଲସବୁ ନେଇ ଯିରୂଶାଲମକୁ ଆଣିଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ଦାଉଦ ହଦଦେଷରର ଦାସମାନଙ୍କ ସୁବର୍ଣ୍ଣ ଢାଲସବୁ ନେଇ ଯିରୂଶାଲମକୁ ଆଣିଲେ।