2 Samuel 8:9 — Compare Translations
5 translations compared side by side
Odia - 1840
"ହମାତର ରାଜା ତୋହି ଶୁଣିବାକୁ ପାଇଲେ ଯେ ଦାଉଦ ହଦଦଷେର ସମସ୍ତ ୈସନ୍ଯମାନଙ୍କୁ ପରାସ୍ତ କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଦାଉଦ ହଦଦେଷରର ସମସ୍ତ ସୈନ୍ୟଦଳକୁ ପରାସ୍ତ କରିଅଛନ୍ତି, ଏହା ହମାତର ରାଜା ତୟି ଶୁଣନ୍ତେ,
Odia Bible ERV 2004 (ପବିତ୍ର ବାଇବଲ)
ହମାତର ରାଜା ତୋହି ଶୁଣିବାକୁ ପାଇଲେ ଯେ ଦାଉଦ ହଦଦେଷର ସମସ୍ତ ସୈନ୍ୟମାନଙ୍କୁ ପରାସ୍ତ କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଦାଉଦ ହଦଦେଷରର ସମସ୍ତ ସୈନ୍ୟଦଳକୁ ପରାସ୍ତ କରିଅଛନ୍ତି, ଏହା ହମାତର ରାଜା ତୟି ଶୁଣନ୍ତେ,
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଦାଉଦ ହଦଦେଷରର ସମସ୍ତ ସୈନ୍ୟଦଳକୁ ପରାସ୍ତ କରିଅଛନ୍ତି, ଏହା ହମାତର ରାଜା ତୟି ଶୁଣନ୍ତେ,