2 Samuel 9:1 — Compare Translations
5 translations compared side by side
Odia - 1840
"ଦାଉଦ ପଚାରିଲେ, ଆଉ ଶାଉଲ ପରିବାରର କୌଣସି ଲୋକ ରହିଲେ କି? ମୁ ସମାନଙ୍କେ ଉପରେ ଦୟା କରିବାକୁ ଗ୍ଭ ହେଁ। ମୁ ଏ ସବୁ ଯୋନାଥନଙ୍କ ପାଇଁ କରିବାକୁ ଗ୍ଭହକ୍ସ୍ଟଁଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଦାଉଦ ପଚାରିଲେ, ଯୋନାଥନ ସକାଶୁ ମୁଁ ଯାହା ପ୍ରତି ଦୟା ପ୍ରକାଶ କରିପାରେ, ଏପରି କେହି କି ଶାଉଲଙ୍କ ବଂଶରେ ଅବଶିଷ୍ଟ ଅଛି?
Odia Bible ERV 2004 (ପବିତ୍ର ବାଇବଲ)
ଶାଉଲଙ୍କର ପରିବାର ପ୍ରତି ଦାଉଦଙ୍କର ଦୟା ଦାଉଦ ପଗ୍ଭରିଲେ, “ଆଉ ଶାଉଲ ପରିବାରର କୌଣସି ଲୋକ ରହିଲେ କି? ମୁଁ ସେମାନଙ୍କ ଉପରେ ଦୟା କରିବାକୁ ଗ୍ଭହେଁ। ମୁଁ ଏ ସବୁ ଯୋନାଥନଙ୍କ ପାଇଁ କରିବାକୁ ଗ୍ଭହୁଁଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଦାଉଦ ପଚାରିଲେ, “ଯୋନାଥନ ସକାଶୁ ମୁଁ ଯାହା ପ୍ରତି ଦୟା ପ୍ରକାଶ କରିପାରେ, ଏପରି କେହି କି ଶାଉଲଙ୍କ ବଂଶରେ ଅବଶିଷ୍ଟ ଅଛି?”
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଦାଉଦ ପଚାରିଲେ, “ଯୋନାଥନ ସକାଶୁ ମୁଁ ଯାହା ପ୍ରତି ଦୟା ପ୍ରକାଶ କରିପାରେ, ଏପରି କେହି କି ଶାଉଲଙ୍କ ବଂଶରେ ଅବଶିଷ୍ଟ ଅଛି?”