2 Samuel 9:10 — Compare Translations
5 translations compared side by side
Odia - 1840
"ତୁମ୍ଭେ ଓ ତୁମ୍ଭର ପକ୍ସ୍ଟତ୍ରମାନେ ଓ ତୁମ୍ଭର ସବେକଗଣ ତୁମ୍ଭମାନଙ୍କର ମୂନିବର ନାତୀ ମଫୀବୋଶତଙ୍କ ପାଇଁ ଏହି ଜମିକକ୍ସ୍ଟ ଚାଷ କରିବ ଓ ସେଥିରକ୍ସ୍ଟ ଉତ୍ପନ୍ନ ଶସ୍ଯ ଆଣି ତାଙ୍କୁ ଦବେ। କିନ୍ତୁ ସେ ମାେ ସହିତ ସବୁ ବେଳେ ଭୋଜନ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ତୁମ୍ଭେ ଓ ତୁମ୍ଭ ପୁତ୍ରମାନେ ଓ ତୁମ୍ଭ ଦାସମାନେ ତାହା ପାଇଁ ଭୂମିର କୃଷିକର୍ମ କରିବ ଓ ତୁମ୍ଭ କର୍ତ୍ତାର ପୁତ୍ରର ଖାଦ୍ୟ ନିମନ୍ତେ ତଦୁତ୍ପନ୍ନ ଫଳ ଆଣି ଦେବ; ମାତ୍ର ତୁମ୍ଭ କର୍ତ୍ତାର ପୁତ୍ର ମଫୀବୋଶତ୍ ନିତ୍ୟ ମୋହର ମେଜରେ ଭୋଜନ କରିବ । ଏହି ସୀବଃର ପନ୍ଦର ପୁତ୍ର ଓ କୋଡ଼ିଏ ଦାସ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଓ ତୁମ୍ଭର ପୁତ୍ରମାନେ ଓ ତୁମ୍ଭର ସେବକଗଣ ତୁମ୍ଭମାନଙ୍କର ମୁନିବର ନାତୀ ମଫୀବୋଶତଙ୍କ ପାଇଁ ଏହି ଜମିକୁ ଗ୍ଭଷ କରିବ ଓ ସେଥିରୁ ଉତ୍ପନ୍ନ ଶସ୍ୟ ଆଣି ତାଙ୍କୁ ଦେବ। କିନ୍ତୁ ସେ ମୋ’ ସହିତ ସବୁ ବେଳେ ଭୋଜନ କରିବ।” ଏହି ସୀବଃର ପନ୍ଦର ପୁତ୍ର ଓ କୋଡ଼ିଏ ଗ୍ଭକର ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ତୁମ୍ଭେ ଓ ତୁମ୍ଭ ପୁତ୍ରମାନେ ଓ ତୁମ୍ଭ ଦାସମାନେ ତାହା ପାଇଁ ଭୂମିର କୃଷିକର୍ମ କରିବ ଓ ତୁମ୍ଭ କର୍ତ୍ତାର ପୁତ୍ରର ଖାଦ୍ୟ ନିମନ୍ତେ ତହିଁର ଫଳ ଆଣି ଦେବ; ମାତ୍ର ତୁମ୍ଭ କର୍ତ୍ତାର ପୁତ୍ର ମଫୀବୋଶତ୍ ନିତ୍ୟ ମୋହର ମେଜରେ ଭୋଜନ କରିବ।” ଏହି ସୀବଃର ପନ୍ଦର ପୁତ୍ର ଓ କୋଡ଼ିଏ ଦାସ ଥିଲେ।
Odia IRV 2017 (ଓଡିଆ ବାଇବେଲ)