2 Samuel 9:11 — Compare Translations

5 translations compared side by side

Odia - 1840
"ତବେେ ସୀବଃ ରାଜାଙ୍କକ୍ସ୍ଟ କହିଲା, ମୁ ଆପଣଙ୍କର ଦାସ ଆପଣଙ୍କର ଆଜ୍ଞାକକ୍ସ୍ଟ ମୁ ଅକ୍ଷ ରେ ଅକ୍ଷ ରେ ପାଳନ କରିବି। ଯାହା ଆପଣଙ୍କର ଆଦେଶ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ସୀବଃ ରାଜାଙ୍କୁ କହିଲା, ଆମ୍ଭ ପ୍ରଭୁ ମହାରାଜ ଆପଣା ଦାସକୁ ଯେସବୁ ଆଜ୍ଞା ଦେଉଅଛନ୍ତି, ତଦନୁସାରେ ଆପଣଙ୍କ ଦାସ କରିବ । ମଫୀବୋଶତ୍ ବିଷୟରେ ରାଜା କହିଲେ, ସେ ଏକ ରାଜପୁତ୍ର ପରି ଆମ୍ଭ ମେଜରେ ଭୋଜନ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ତେବେ ସୀବଃ ରାଜାଙ୍କୁ କହିଲା, “ମୁଁ ଆପଣଙ୍କର ଦାସ ଆପଣଙ୍କର ଆଜ୍ଞାକୁ ମୁଁ ଅକ୍ଷରେ ଅକ୍ଷରେ ପାଳନ କରିବି। ଯାହା ଆପଣଙ୍କର ଆଦେଶ ହେବ।” ତେଣୁ ମଫୀବୋଶତ୍ ସର୍ବଦା ରାଜାଙ୍କ ପାଖରେ ତାଙ୍କର ପୁତ୍ର ତୁଲ୍ୟ ସର୍ବଦା ଭୋଜନ କରି ରହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ସୀବଃ ରାଜାଙ୍କୁ କହିଲା, “ଆମ୍ଭ ପ୍ରଭୁ ମହାରାଜ ଆପଣା ଦାସକୁ ଯେଉଁସବୁ ଆଜ୍ଞା ଦେଉଅଛନ୍ତି, ତଦନୁସାରେ ଆପଣଙ୍କ ଦାସ କରିବ।” ମଫୀବୋଶତ୍‍ ବିଷୟରେ ରାଜା କହିଲେ, “ସେ ଏକ ରାଜପୁତ୍ର ପରି ଆମ୍ଭ ମେଜରେ ଭୋଜନ କରିବ।”
Odia IRV 2017 (ଓଡିଆ ବାଇବେଲ)
ତେବେ ସୀବଃ ରାଜାଙ୍କୁ କହିଲା, “ଆମ୍ଭ ପ୍ରଭୁ ମହାରାଜ ଆପଣା ଦାସକୁ ଯେଉଁ ସବୁ ଆଜ୍ଞା ଦେଉଅଛନ୍ତି, ତଦନୁସାରେ ଆପଣଙ୍କ ଦାସ କରିବ।” ମଫୀବୋଶତ୍‍ ବିଷୟରେ ରାଜା କହିଲେ, “ସେ ଏକ ରାଜପୁତ୍ର ପରି ଆମ୍ଭ ମେଜରେ ଭୋଜନ କରିବ।”