2 Samuel 9:12 — Compare Translations

5 translations compared side by side

Odia - 1840
"ମଫୀବୋଶତ୍ର ଏକ ସାନ ପକ୍ସ୍ଟତ୍ର ଥିଲା। ଯାହାର ନାମ ଥିଲା ମୀଖା। ସୀବଃ ବଂଶର ପ୍ରେତ୍ୟକକ ଲୋକ ମଫୀବୋଶତ୍ର ଦାସ ହାଇେ ରହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ମଫୀବୋଶତ୍ର ଏକ ସାନ ପୁତ୍ର ଥିଲା, ତାହାର ନାମ ମୀଖା । ପୁଣି ସୀବଃର ଗୃହରେ ବାସକାରୀ ସମସ୍ତ ଲୋକ ମଫୀବୋଶତ୍ର ଦାସ ହେଲେ ।ପ୍ର.ବଂ. ୮:୩୪
Odia Bible ERV 2004 (ପବିତ୍ର ବାଇବଲ)
ମଫୀବୋଶ‌‌ତ୍‌‌ର ଏକ ସାନ ପୁତ୍ର ଥିଲା। ଯାହାର ନାମ ଥିଲା ମୀଖା। ସୀବଃ ବଂଶର ପ୍ରତ୍ୟେକ ଲୋକ ମଫୀବୋଶ‌‌ତ୍‌‌ର ଦାସ ହୋଇ ରହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ମଫୀବୋଶତ୍‍ର ଏକ ସାନ ପୁତ୍ର ଥିଲା, ତାହାର ନାମ ମୀକା। ପୁଣି ସୀବଃର ଗୃହରେ ବାସକାରୀ ସମସ୍ତ ଲୋକ ମଫୀବୋଶତ୍‍ର ଦାସ ହେଲେ।
Odia IRV 2017 (ଓଡିଆ ବାଇବେଲ)
ସେହି ମଫୀବୋଶତ୍‍ର ଏକ ସାନ ପୁତ୍ର ଥିଲା, ତାହାର ନାମ ମୀକା। ପୁଣି ସୀବଃର ଗୃହରେ ବାସକାରୀ ସମସ୍ତ ଲୋକ ମଫୀବୋଶତ୍‍ର ଦାସ ହେଲେ।