2 Samuel 9:13 — Compare Translations
5 translations compared side by side
Odia - 1840
"ମଫୀବୋଶତ୍ଙ୍କର ଦକ୍ସ୍ଟଇ ଗୋଡ େଛାଟା ଥିଲା। ସେ ସର୍ବଦା ୟିରକ୍ସ୍ଟଶାଲମ ରେ ବାସ କରୁଥିଲେ ଓ ରାଜା ଦାଉଦଙ୍କ ପାଖ ରେ ସର୍ବଦା ତାଙ୍କ ଟବେକ୍ସ୍ଟଲ ରେ ଖାଉଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ, ମଫୀବୋଶତ୍ ଯିରୂଶାଲମରେ ବାସ କଲା; ସେ ନିତ୍ୟ ରାଜମେଜରେ ଭୋଜନ କଲା; ତାହାର ଦୁଇ ପାଦ ଛୋଟା ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ମଫୀବୋଶତ୍ଙ୍କର ଦୁଇ ଗୋଡ଼ ଛୋଟା ଥିଲା। ସେ ସର୍ବଦା ଯିରୁଶାଲମରେ ବାସ କରୁଥିଲେ ଓ ରାଜା ଦାଉଦଙ୍କ ପାଖରେ ସର୍ବଦା ତାଙ୍କ ଟେବୁଲରେ ଖାଉଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ, ମଫୀବୋଶତ୍ ଯିରୂଶାଲମରେ ବାସ କଲା; ସେ ନିତ୍ୟ ରାଜମେଜରେ ଭୋଜନ କଲା; ଯଦିଓ ତାହାର ଦୁଇ ପାଦ ଛୋଟା ଥିଲା।
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ, ମଫୀବୋଶତ୍ ଯିରୂଶାଲମରେ ବାସ କଲା; ସେ ନିତ୍ୟ ରାଜମେଜରେ ଭୋଜନ କଲା; ଯଦିଓ ତାହାର ଦୁଇ ପାଦ ଛୋଟା ଥିଲା।