2 Samuel 9:2 — Compare Translations
5 translations compared side by side
Odia - 1840
"ସୀବଃ ନାମକ ଏକ ଗ୍ଭକର ସାଉଲ ପରିବାରର ଥିଲା। ସେ ଦାଉଦଙ୍କ ସମ୍ମକ୍ସ୍ଟଖକକ୍ସ୍ଟ ଡକା ହାଇେଥିଲା। ଏବଂ ରାଜା ପଚାରିଲେ, ତୁମ୍ଭେ କ'ଣ ସୀବଃ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଲୋକମାନେ ସୀବଃ ନାମକ ଶାଉଲଙ୍କ ବଂଶର ଏକ ଦାସକୁ ଦାଉଦଙ୍କ ନିକଟକୁ ଡାକନ୍ତେ, ରାଜା ତାହାକୁ ପଚାରିଲେ, ତୁମ୍ଭେ କି ସୀବଃ? ତହୁଁ ସେ କହିଲା, ଆପଣଙ୍କ ଦାସ ସେହି ।
Odia Bible ERV 2004 (ପବିତ୍ର ବାଇବଲ)
ସୀବଃ ନାମକ ଏକ ଗ୍ଭକର ଶାଉଲ ପରିବାରର ଥିଲା। ସେ ଦାଉଦଙ୍କ ସମ୍ମୁଖକୁ ଡକା ହୋଇଥିଲା। ଏବଂ ରାଜା ପଗ୍ଭରିଲେ, “ତୁମ୍ଭେ କ’ଣ ସୀବଃ?” ସେ ଉତ୍ତର ଦେଇ କହିଲା, “ହଁ ଆଜ୍ଞା, ମୁଁ ଆପଣଙ୍କର ଦାସ ସୀବଃ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଲୋକମାନେ ସୀବଃ ନାମକ ଶାଉଲଙ୍କ ବଂଶର ଏକ ଦାସକୁ ଦାଉଦଙ୍କ ନିକଟକୁ ଡାକନ୍ତେ, ରାଜା ତାହାକୁ ପଚାରିଲେ, “ତୁମ୍ଭେ କି ସୀବଃ?” ତହୁଁ ସେ କହିଲା, “ଆପଣଙ୍କ ଦାସ ସେହି।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଲୋକମାନେ ସୀବଃ ନାମକ ଶାଉଲଙ୍କ ବଂଶର ଏକ ଦାସକୁ ଦାଉଦଙ୍କ ନିକଟକୁ ଡାକନ୍ତେ, ରାଜା ତାହାକୁ ପଚାରିଲେ, “ତୁମ୍ଭେ କି ସୀବଃ?” ତହୁଁ ସେ କହିଲା, “ଆପଣଙ୍କ ଦାସ ସେହି।”