2 Samuel 9:3 — Compare Translations

5 translations compared side by side

Odia - 1840
"ରାଜା କହିଲେ, ଆଉ ଶାଉଲ ପରିବାରର କହେି ଅଛନ୍ତି କି? ପରମେଶ୍ବରଙ୍କର ଦୟା ସମାନଙ୍କେୁ ଦବୋକକ୍ସ୍ଟ ଗ୍ଭହକ୍ସ୍ଟଁଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ରାଜା ପଚାରିଲେ, ମୁଁ ଯାହା ପ୍ରତି ପରମେଶ୍ଵରଙ୍କ ଦୟା ପ୍ରକାଶ କରି ପାରେ, ଏପରି କେହି କି ଏବେ ଶାଉଲଙ୍କ ବଂଶରେ ଅଛି? ଏଥିରେ ସୀବଃ ରାଜାଙ୍କୁ କହିଲା, ଯୋନାଥନର ଏକ ପୁତ୍ର ଏବେ ଅଛି, ତାହାର ପାଦ ଛୋଟା ।
Odia Bible ERV 2004 (ପବିତ୍ର ବାଇବଲ)
ରାଜା କହିଲେ, “ଆଉ ଶାଉଲ ପରିବାରର କେହି ଅଛନ୍ତି କି? ପରମେଶ୍ୱରଙ୍କର ଦୟା ସେମାନଙ୍କୁ ଦେବାକୁ ଗ୍ଭହୁଁଛି।” ସୀବଃ ରାଜା ଦାଉଦକୁ କହିଲା, “ଯୋନାଥନର ଏକ ପୁତ୍ର ଏବେ ମଧ୍ୟ ବଞ୍ଚିଛି। ସେ ଛୋଟା ଅଟେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ରାଜା ପଚାରିଲେ, “ମୁଁ ଯାହା ପ୍ରତି ପରମେଶ୍ୱରଙ୍କ ଦୟା ପ୍ରକାଶ କରିପାରେ, ଏପରି କେହି କି ଏବେ ଶାଉଲଙ୍କ ବଂଶରେ ଅଛି?” ଏଥିରେ ସୀବଃ ରାଜାଙ୍କୁ କହିଲା, “ଯୋନାଥନର ଏକ ପୁତ୍ର ଏବେ ଅଛି, ତାହାର ପାଦ ଛୋଟା।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ରାଜା ପଚାରିଲେ, “ମୁଁ ଯାହା ପ୍ରତି ପରମେଶ୍ୱରଙ୍କ ଦୟା ପ୍ରକାଶ କରି ପାରେ, ଏପରି କେହି କି ଏବେ ଶାଉଲଙ୍କ ବଂଶରେ ଅଛି?” ଏଥିରେ ସୀବଃ ରାଜାଙ୍କୁ କହିଲା, “ଯୋନାଥନର ଏକ ପୁତ୍ର ଏବେ ଅଛି, ତାହାର ପାଦ ଛୋଟା।”