2 Samuel 9:4 — Compare Translations
5 translations compared side by side
Odia - 1840
"ରାଜା ଦାଉଦ ସୀବଃଙ୍କକ୍ସ୍ଟ କହିଲେ, ସେ ପକ୍ସ୍ଟତ୍ର କେଉଁଠା ରେ ଅଛି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ରାଜା ତାହାକୁ ପଚାରିଲେ, ସେ କେଉଁଠାରେ ଅଛି? ତହିଁରେ ସୀବଃ ରାଜାଙ୍କୁ କହିଲା, ଦେଖନ୍ତୁ, ସେ ଲୋ-ଦବାରରେ ଅମ୍ମୀୟେଲର ପୁତ୍ର ମାଖୀରର ଗୃହରେ ଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ରାଜା ଦାଉଦ ସୀବଃଙ୍କୁ କହିଲେ, “ସେ ପୁତ୍ର କେଉଁଠାରେ ଅଛି?” “ସେ ପୁତ୍ର ଲୋ-ଦବାରରେ ଅମ୍ମୀୟେଲର ପୁତ୍ର ମାଖୀରର ଘରେ ଅଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ରାଜା ତାହାକୁ ପଚାରିଲେ, “ସେ କେଉଁଠାରେ ଅଛି?” ତହିଁରେ ସୀବଃ ରାଜାଙ୍କୁ କହିଲା, “ଦେଖନ୍ତୁ, ସେ ଲୋ-ଦବାରରେ ଅମ୍ମୀୟେଲର ପୁତ୍ର ମାଖୀରର ଗୃହରେ ଅଛି।”
Odia IRV 2017 (ଓଡିଆ ବାଇବେଲ)
ତହୁଁ ରାଜା ତାହାକୁ ପଚାରିଲେ, “ସେ କେଉଁଠାରେ ଅଛି?” ତହିଁରେ ସୀବଃ ରାଜାଙ୍କୁ କହିଲା, “ଦେଖନ୍ତୁ, ସେ ଲୋ-ଦବାରରେ ଅମ୍ମୀୟେଲର ପୁତ୍ର ମାଖୀରର ଗୃହରେ ଅଛି।”