2 Samuel 9:5 — Compare Translations
5 translations compared side by side
Odia - 1840
"ଯୋନାଥନର ପକ୍ସ୍ଟତ୍ରକକ୍ସ୍ଟ ଆଣିବା ପାଇଁ ରାଜା ଦାଉଦ ତାଙ୍କର ପଦସ୍ତ କର୍ମଗ୍ଭରୀମାନଙ୍କୁ ଲୋ-ଦବାର ରେ ମାଖୀରଙ୍କ ଅମ୍ମୀଯଲରେ ପକ୍ସ୍ଟତ୍ର ଘରକକ୍ସ୍ଟ ପଠାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ଦାଉଦ ରାଜା ଲୋ-ଦବାରକୁ ଲୋକ ପଠାଇ ଅମ୍ମୀୟେଲର ପୁତ୍ର ମାଖୀରର ଗୃହରୁ ତାହାକୁ ଅଣାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯୋନାଥନର ପୁତ୍ରକୁ ଆଣିବା ପାଇଁ ରାଜା ଦାଉଦ ତାଙ୍କର ପଦସ୍ଥ କର୍ମଗ୍ଭରୀମାନଙ୍କୁ ଲୋ-ଦବାରରେ ମାଖୀରଙ୍କ ଅମ୍ମୀୟେଲର ପୁତ୍ର ଘରକୁ ପଠାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ଦାଉଦ ରାଜା ଲୋ-ଦବାରକୁ ଲୋକ ପଠାଇ ଅମ୍ମୀୟେଲର ପୁତ୍ର ମାଖୀରର ଗୃହରୁ ତାହାକୁ ଅଣାଇଲେ।
Odia IRV 2017 (ଓଡିଆ ବାଇବେଲ)
ତେବେ ଦାଉଦ ରାଜା ଲୋ-ଦବାରକୁ ଲୋକ ପଠାଇ ଅମ୍ମୀୟେଲର ପୁତ୍ର ମାଖୀରର ଗୃହରୁ ତାହାକୁ ଅଣାଇଲେ।