2 Samuel 9:6 — Compare Translations

5 translations compared side by side

Odia - 1840
"ଯୋନାଥନର ପକ୍ସ୍ଟତ୍ର ମଫୀବୋଶତ୍ ଆସି ରାଜା ଦାଉଦଙ୍କକ୍ସ୍ଟ ଭୂମିଷ୍ଟ ପ୍ରଣାମ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଶାଉଲଙ୍କର ପୌତ୍ର, ଯୋନାଥନର ପୁତ୍ର ମଫୀବୋଶତ୍ ଦାଉଦଙ୍କ ନିକଟକୁ ଆସି ମୁହଁ ମାଡ଼ି ପଡ଼ି ପ୍ରଣାମ କଲା । ତହୁଁ ଦାଉଦ କହିଲେ, ହେ ମଫୀବୋଶତ୍ । ସେ ଉତ୍ତର କଲା, ଦେଖନ୍ତୁ, ଆପଣଙ୍କ ଦାସ ଉପସ୍ଥିତ ଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଯୋନାଥନର ପୁତ୍ର ମଫୀବୋଶତ୍ ଆସି ରାଜା ଦାଉଦଙ୍କୁ ଭୂମିଷ୍ଟ ପ୍ରଣାମ କଲା। ଦାଉଦ କହିଲେ, “ତୁମ୍ଭେ ମଫୀବୋଶତ୍।” ସେ କହିଲା, “ହଁ, ମହାପ୍ରଭୁ, ମୁଁ ହେଉଛି ଆପଣଙ୍କର ଦାସ ମଫୀବୋଶତ୍,”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଶାଉଲଙ୍କର ପୌତ୍ର, ଯୋନାଥନର ପୁତ୍ର ମଫୀବୋଶତ୍‍ ଦାଉଦଙ୍କ ନିକଟକୁ ଆସି ମୁହଁ ମାଡ଼ି ପଡ଼ି ପ୍ରଣାମ କଲା। ତହୁଁ ଦାଉଦ କହିଲେ, “ହେ ମଫୀବୋଶତ୍‍।” ସେ ଉତ୍ତର କଲା, “ଦେଖନ୍ତୁ, ଆପଣଙ୍କ ଦାସ ଉପସ୍ଥିତ ଅଛି।”
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଶାଉଲଙ୍କର ପୌତ୍ର, ଯୋନାଥନର ପୁତ୍ର ମଫୀବୋଶତ୍‍ ଦାଉଦଙ୍କ ନିକଟକୁ ଆସି ମୁହଁ ମାଡ଼ି ପଡ଼ି ପ୍ରଣାମ କଲା। ତହୁଁ ଦାଉଦ କହିଲେ, “ହେ ମଫୀବୋଶତ୍‍।” ସେ ଉତ୍ତର କଲା, “ଦେଖନ୍ତୁ, ଆପଣଙ୍କ ଦାସ ଉପସ୍ଥିତ ଅଛି।”